ରାଲି ସମୟରେ ଏଲପିଜି ନେଇ ପ୍ରଶ୍ନ ପଚାରିଥିବା ଲୋକକୁ ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତର ଦେଉଛନ୍ତି କି? ଜାଣନ୍ତୁ ସତ୍ୟତା। 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ରାଲିରେ ଯୋଗ ଦେଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଭିଡିଓରେ ପ୍ରଧାନମନ୍ତ୍ରୀ ମୋଦି ଜଣେ ବ୍ୟକ୍ତିଙ୍କୁ ଏଲପିଜି ଅଭାବ ବିଷୟରେ ଅଭିଯୋଗ କରୁଥିବାର ଉତ୍ତର ଦେଉଛନ୍ତି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଭାଇରାଲ ଭିଡିଓରେ ଥିବା ବ୍ୟକ୍ତି ପ୍ରଧାନମନ୍ତ୍ରୀ ମୋଦୀ ନୁହଁନ୍ତି। ତାଙ୍କ ନାମ ସଦାନନ୍ଦ ନାୟକ, ମୋଦିଙ୍କ ପରି ଦେଖାଯାଉଥିବା ଜଣେ ବ୍ୟକ୍ତି। କ’ଣ ଦାବି କର ଯାଇଛି ପୋଷ୍ଟରେ?  ଭିଡିଓ […]

Continue Reading

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓକୁ ଏଡିଟ୍ କରି ମିଥ୍ୟା ଦାବିରେ ଭାଇରାଲ କରାଯାଉଛି।

ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ମୋଦିଙ୍କ ସାଙ୍ଗରେ କିଛି ମହିଳା କିର୍ତ୍ତନ କରୁଥିବାର ଦେଖାଯାଉଛନ୍ତି। ଭାଇରାଲ ଭିଡିଓ ସହ ଦାବି କରାଯାଉଛି ଯେ, ଭିଡିଓ କୋରୋନା କଳର ଅଟେ। ଯେତେବେଳେ ଲୋକମାନେ କୋରୋନା ସହିତ ଲଡ଼ୁଥିଲେ, ସେତେ ବେଳେ ପ୍ରଧାନମନ୍ତ୍ରୀ ମୋଦି ହିନ୍ଦୀ ଫିଲ୍ମ ଗୀତରେ କିର୍ତ୍ତନ କରୁଥିଲେ।  Babeena Pattanayak ନାମକ ଜଣେ ଫେସବୁକ ୟୁଜର ଭାଇରାଲ ଭିଡିଓ ପୋଷ୍ଟ କରିଛନ୍ତି। ପୋଷ୍ଟରେ ଲେଖାଯାଇଛି ଯେ, ୟେ […]

Continue Reading

ହିନ୍ଦୁସ୍ତାନ ଟାଇମ୍ସ ପିଏମ ମୋଦୀ ନିଖୋଜ ବିଜ୍ଞାପନ ଦେଇଛି ?

ସୋସିଆଲ ମିଡିଆରେ ହିନ୍ଦୁସ୍ତାନ ଟାଇମ୍ସର ଏକ ପୋଷ୍ଟ ଭାଇରାଲ ହେଉଛି। ଯେଉଁଥିରେ ହିନ୍ଦୁସ୍ତାନ ଟାଇମ୍ସ’ ଖବରକାଗଜର ପ୍ରଥମ ପୃଷ୍ଠାରେ ଏକ ବିଜ୍ଞାପନ ଅଛି, ଯେଉଁଥିରେ କୁହାଯାଇଥିଲା ଯେ ‘ପିଏମ ମୋଦୀ ନିଖୋଜ ଅଛନ୍ତି’। ତେବେ କଣ ହିନ୍ଦୁସ୍ତାନ ଟାଇମ୍ସରେ ଏହି ବିଜ୍ଞାପନ ଦିଆ ଯାଇଥିଲା। ଆମ ଅନୁସନ୍ଧାନରେ ଭାଇରାଲ ପୋଷ୍ଟରେ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା।   14 ମଇରେ Pravat Panigrahi ନାମକ ଜଣେ ଫେସବୁକ ୟୁଜର ତାଙ୍କ ଆକାଉଣ୍ଟରେ ଭାଇରାଲ ପୋଷ୍ଟ ସେୟାର କରିଛନ୍ତି। […]

Continue Reading