ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ସମୟରେ ମୋଦିଙ୍କୁ ଝାଲମୁଢି ବିକ୍ରି କରିଥିବା ବ୍ୟକ୍ତି ଜଣେ SPG କମାଣ୍ଡୋ ହେଇଥିବା ଦାବି ମିଥ୍ୟା ଅଟେ।

ପଶ୍ଚିମବଙ୍ଗର ଝାରଗ୍ରାମରେ ୨୦୨୬ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାସ୍ତା କଡ଼ରେ ଥିବା ଜଣେ ଝାଲମୁଢି ବିକ୍ରେତାଙ୍କ ପାଖରେ ଜଳଖିଆ ପାଇଁ ଅଟକିଥିଲେ। ଏହି ପ୍ରସଙ୍ଗରେ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେଉଛି ଯେଉଁଥିରେ ଦାବି କରାଯାଇଛି ଯେ, “ପ୍ରଧାନମନ୍ତ୍ରୀଙ୍କୁ ଝାଲମୁଢି ପ୍ରସ୍ତୁତ କରିଥିବା ବିକ୍ରେତା ପ୍ରକୃତରେ ଜଣେ ଦୋକାନୀ ନଥିଲେ, ବରଂ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ଦାୟୀ ଜଣେ SPG କମାଣ୍ଡୋ ଥିଲେ।” Facebook | Archive ଆମ […]

Continue Reading

କ’ଣ ନୋବେଲ୍ ଶାନ୍ତି ପୁରସ୍କାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାମ ମନୋନୀତ ହୋଇଛି? ଜାଣନ୍ତୁ ସତ୍ୟତା।

ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଦାବି କରା ଯାଉଛି ଯେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନାମ ନୋବେଲ୍ ଶାନ୍ତି ପୁରସ୍କାର ପାଇଁ ମନୋନ୍ନିତ ହେଇଛି। ଭିଡିଓ ରେ ଆସଲେ ତୋହେ କହୁଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ନୋବେଲ ଶାନ୍ତି ପୁରସ୍କାର ପାଇଁ ସବୁଠାରୁ ବଡ ପ୍ରତିଯୋଗୀ। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନାମ ନୋବେଲ୍ ଶାନ୍ତି ପୁରସ୍କାର ପାଇଁ ମନୋନୀତ ହୋଇନାହିଁ। ଆସଲେ ତୋହେଙ୍କର […]

Continue Reading

ଜାପାନରେ ହୋଇଥିବା G7 ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅଣଦେଖା କରାଯାଇଥିଲା କି?

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶ୍ୱ ନେତାଙ୍କ ସହ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହା ସହିତ ଦାବି କରାଯାଉଛି ଯେ ବିଶ୍ୱର କୌଣସି ନେତା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପଚାରୁ ନାହାଁନ୍ତି। କିନ୍ତୁ ବାସ୍ତବରେ ଏହି ଦାବି ମିଥ୍ୟା ଏବଂ ଭିତ୍ତିହୀନ ବୋଲି ପ୍ରମାଣିତ କରେ। କାରଣ, ପୋଷ୍ଟ ହୋଇଥିବା ଭିଡିଓ ମାର୍ଚ୍ଚ 2023 ରେ ଅନୁଷ୍ଠିତ G7 ସମ୍ମିଳନୀର ଅଟେ। ଏହି ଭିଡିଓ ଅସମ୍ପୂର୍ଣ୍ଣ ଅଟେ। ଭୁଲ ତଥ୍ୟ ସହିତ […]

Continue Reading

ବିଦାୟ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତି କୋବିନ୍ଦଙ୍କୁ ଅଣଦେଖା କରିଛନ୍ତି ?

ଦେଶର ରାଷ୍ଟ୍ରପତି ଦ୍ରୋପଦି ମୁର୍ମୁ ବନିଲା ପରେ ସୋସିଆଲ ମିଡିଆରେ ପୂର୍ବ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ମୋଦିଙ୍କ ସହ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ରାମନାଥ କୋବିନ୍ଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହାତ ଜୋଡ଼ୁଥିବା ବେଳେ ମୋଦି ତାଙ୍କୁ ଉପମାନ କରି ଫୋଟୋ ଉଠାଇବାରେ ବ୍ୟସ୍ତ ଥିବା ଭଳି ଦେଖାଯାଉଛନ୍ତି। ଭାଇରାଲ ଭିଡିଓ ସହିତ ସୋଲିଆଲ ମିଡିଆ ୟୂଜର୍ସ ଏହାର ମଜାକ ବନାଉଛନ୍ତି। Simanta Kumar Patra ନାମକ ଜଣେ ଫେସବୁକ ୟୂଜର ଭାଇରାଲ […]

Continue Reading

ପ୍ରଧାନମନ୍ତ୍ରୀ ମୋଦୀ ବାଙ୍ଗଲାଦେଶ ଗସ୍ତ ପରେ ବାଙ୍ଗଲାଦେଶ ମୁସ୍ଲିମଙ୍କ ପ୍ରଦର୍ଶନକରୁଥିବାର ଫଟୋ ?

ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଦାବି କରାଯାଇଛି ଯେ, ମୋଦିଙ୍କ ଗ୍ରସ୍ତକୁ ନେଇ ବାଙ୍ଗଲା ଦେଶର ରାସ୍ତାରେ ମୁସ୍ଲିମମାନେ ଅଧିକ ସଂଖ୍ୟାରେ ପ୍ରଦର୍ଶନ କରୁଛନ୍ତି। ଏହା ପୋଷ୍ଟକୁ ଅଧିକରୁ ଅଧିକ ସେୟାର କରାଯାଇଛି। ଆମ ଅନୁସନ୍ଧାନରେ ଭାଇରାଲ ଫଟୋ ସହ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା।  ଟ୍ୱିଟର ଆକାଉଣ୍ଟରେ ବିବେକ କାଫିର ନାମକ ଜଣେ ବ୍ୟକ୍ତି  ଭାଇରାଲ ପୋଷ୍ଟ ସେୟାର କରିଛନ୍ତି। ପୋଷ୍ଟରେ ଦାବି କରାଯାଇଛି ଯେ,ମୋଦି ବାଙ୍ଗଲାଦେଶ ଗ୍ରସ୍ତପରେ […]

Continue Reading

ପେଟ୍ରୋଲ ଦାମକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କର ଭାଇରାଲ ହେଉଥିବା ଭିଡିଓ ଏଡିଟେଡ ଅଟେ।

ଦେଶରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ  ବଢ଼ିବାକୁ ନେଇ ସୋସିଆଲ ମିଡିଆରେ ଅନେକ ଭିଡିଓ ଏବଂ ଖବର ଭାଇରାଲ ହେବାରେ ଲାଗିଛି। ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ପ୍ରାୟ 87 ଟଙ୍କା ଥିବାବେଳେ ଡିଜେଲର ମୂଲ୍ୟ ଲିଟର ପିଛା 77 ଟଙ୍କାରୁ ଅଧିକ ବୃଦ୍ଧି ପାଇଛି। ଏଥିମଧ୍ୟରେ ଅନ୍ୟ ଏକ ଭିଡିଓ ଭାଇରାଲ ହେବାଲେ ଲାଗିଛି ଭିଡିଓରେ ମୋଦୀ କନଫରେନ୍ସିଂ ମାଧ୍ୟମରେ ମରାଠୀ ଭାଷାରେ ଜଣେ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ହେଉଥିବା ନଜର ଆସିଛନ୍ତି। ଭିଡିଓକୁ […]

Continue Reading