କୋରୋନା କାଳରେ କେଜରିୱାଲ ନିଜେ ମାସ୍କ ନ ପିନ୍ଧି ପିଲାକୁ ମାସ୍କ ପିନ୍ଧାଉଛନ୍ତି ?

ଦେଶରେ COVID-19 ପୁଣି ବ୍ୟାପିବାରେ ଲାଗିଥିବା ବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ଡେପୁଟି ମୁଖ୍ୟମନ୍ତ୍ରୀ ମନୀଷ ସିସୋଦଆଙ୍କ ସହ ଏକ ଛୋଟ ପିଲାର ଫଟୋ ଭାଇରାଲ ହେବାରେ ଲାଗିଛି। ଫଟୋରେ ଅରବିନ୍ଦ କେଜ୍ରିୱାଲ ପିଲାଟିର  ମୁହଁରେ ମାସ୍କ ପିନ୍ଧାଉଥିବାର ଦେଖାଯାଉଛନ୍ତି।  ଫଟୋକୁ ନେଇ ସୋସିଆଲ ମିଡିଆ ପ୍ଲାଟଫର୍ମରେ  ଭାଇରାଲ ହେଉଛି ଯେ, ତିନି ନେତା ମାସ୍କ ନ ପିନ୍ଧି ପିଲାକୁ ମାସ୍କର ପିନ୍ଧେଇ ଫଟୋ ଉଠାଉଛନ୍ତି। ଆମ ଅନୁସନ୍ଧାନରେ ଭାଇରାଲ ଫଟୋ ସହ କରାଯାଇଥିବା […]

Continue Reading

ମାସ୍କ ପିନ୍ଧି ନଥିବା ଲୋକଙ୍କୁ ମଧ୍ୟପ୍ରଦେଶ ପୋଲିସ ଗିରଫ କରୁଥିବା ଭିଡିଓ କୁ ଦିଲ୍ଲୀର କହି ଭାଇରାଲ କରାଯାଉଛି।

କୋରୋନା କାଳପାଇଁ ମାସ୍କ ପିନ୍ଧିବା ଆବଶ୍ୟକ ହୋଇଗାଲାଣି। ମାସ୍କ ନ ପିନ୍ଦିଲେ ପୋଲିସ ଏବଂ ସରକାର କଡ଼ା ନିୟମ ମଧ୍ୟ କରିଛି। ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ପୋଲିସ ଲାକମାନଙ୍କୁ ମାସ୍କ ନ ପିନ୍ଧିବା ଅଭିଯୋଗରେ ଗିରଫ କରୁଥିବାର ଦେଖାଯାଉଚି। 1.48 ସେକେଣ୍ଡର ଭିଡିଓ ଦିଲ୍ଲୀର ଅଟେ ବୋଲି ଦାବି କରାଯାଉଛି। ଆମ ଅନୁସନ୍ଧାନରେ ଆମକୁ ଭାଇରାଲ ଭିଡିଓ ସହ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା। 21 ନଭେମ୍ବରରେ Tusar Mohanty […]

Continue Reading

ଭାରତ ସରକାର ମାସ୍କ , ହ୍ୟାଣ୍ଡୱାସ ଏବଂ ସାନିଟାଇଜରରେ 18 ପ୍ରତିଶତ ଜିଏସଟି ଲଗାଇଛି କି?

ବର୍ତ୍ତମାନ ସୋସିଆଲ ମିଡିଆରେ କରୋନାକୁ ଏଡାଇବା ପାଇଁ ବ୍ୟବାହର ହେଉଥିବା ମାସ୍କ ଉପରେ ସରକାର18 ପ୍ରତିଶତ ଜିଏସଟି ଆଦାୟ କରିବାର ସୂଚନା ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ସୋସିଆଲ ମିଡିଆରେ ଆଲୋଚନା କରାଯାଉଛି।  କିନ୍ତୁ ଆମ ଅନୁସନ୍ଧାନରେ ଭାଇରାଲ ଖବର ମିଥ୍ୟା ପ୍ରମାଣିତ ହୋଇଛି। ଭାରତ ସରକାର କୌଣସି ମାସ୍କ ଉପରେ 18 ପ୍ରତିଶତ ଜିଏସ୍ଟି ଆଦାୟ କରିବା ନେଇ ଘୋଷଣା କରିନାହିଁ।  କଟନ ମାସ୍କ ଉପରେ ସରକାର 5 ପ୍ରତିଶତ ଜିଏସ୍ଟି ଏବଂ ଅନ୍ୟ […]

Continue Reading