କ’ଣ ଏହି ଭିଡିଓରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗର୍ବା ଡାନ୍ସ କରୁଛନ୍ତି? ଜାଣନ୍ତୁ ସତ୍ୟ।
ନଭେମ୍ବରରେ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ, ମିଜୋରାମ ଏବଂ ତେଲେଙ୍ଗାନା ପାଞ୍ଚଟି ରାଜ୍ୟର ନିର୍ବାଚନ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହା ମଧ୍ୟରେ ଜଣେ ବ୍ୟକ୍ତି ମଞ୍ଚ ଉପରେ ଗର୍ବା ନାଚୁଥିବାର ଭିଡିଓ ଭାଇରାଲ ହେଉଛି। ଦାବି କରା ଯାଉଛି ଯେ ଭିଡିଓରେ ନାଚୁଥିବା ବ୍ୟକ୍ତି ହେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଭିଡିଓରେ ନାଚୁଥିବା ବ୍ୟକ୍ତି ନରେନ୍ଦ୍ର ମୋଦୀ ନୁହଁନ୍ତି, ସେ ଜଣେ ସମାଜ ସେବି ଅଟନ୍ତି […]
Continue Reading