୨୦୨୧ ମସିହାରେ ଲେବାନନରେ ହେଇଥିବା ଆର୍ଥିକ ସଙ୍କଟ ସମୟର ଫୋଟୋକୁ ବିଭ୍ରାନ୍ତକାରୀ ଦାବି ସହିତ ଭାଇରାଲ କରା ଯାଇଛି

ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ଯୁଧ୍ୟ ଆରମ୍ଭ ହେବା ପରେ ଲୋକଙ୍କ ଏକ ଭିଡ଼ର ଫୋଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଦାବି କର ଯାଉଛି ଯେ ଯୁଧ୍ୟର ଭୟରେ ଲେବାନନ୍ ଲୋକମାନେ ଦେଶରୁ ପଳାୟନ କରିବା ଆରମ୍ଭ କରିଛନ୍ତି।  କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ବିଭ୍ରାନ୍ତକାରୀ ବୋଲି ପାଇଲା। ଯଦିଓ ଏହି ଫୋଟୋ ଲେବାନନ୍ ଦେଶର ଅଟେ, ଏହାର ବର୍ତ୍ତମାନ ଇସ୍ରାଏଲ ସହିତ ଯୁଧ୍ୟ ସହିତ କୌଣସି ସମ୍ପର୍କ ନାହିଁ। ୨୦୨୧ ମସିହାରେ […]

Continue Reading

ହଙ୍ଗକଙ୍ଗରେ ହେଇଥିବା ଏକ ପୁରୁଣା ଦୁର୍ଘଟଣାର ଭିଡିଓକୁ ନିକଟରେ ଚୀନର ବିମାନ ଦୁର୍ଘଟଣାର ଦୃଶ୍ୟ ଦାବି ସହିତ ଭାଇରାଲ କରା ଯାଉଛି। 

ନିକଟରେ ଚୀନରେ ଏରୋଲୋଫ୍ଟ ବୋଇଙ୍ଗ ୭୩୭ ବିମାନ ଦୁର୍ଘଟଣା ହୋଇଥିବା ଖବର ସାମନାକୁ ଆସିଛି। ୧୩୨ ଯାତ୍ରୀଙ୍କୁ ନେଇ ଯାଉଥିବା ଏହି ବିମାନ ଜରୁରୀକାଳୀନ ଅବତରଣ ସମୟରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା, ଏହି ଦୁର୍ଘଟଣାରେ ୪୧ ଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା।  ଏହି ପ୍ରସଙ୍ଗରେ ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଏକ ଦୁର୍ଘଟଣା ଗ୍ରସ୍ତ ବିମାନର ଫୋଟୋ ସହିତ ଦାବି କରା ଯାଇଛି ଯେ ଏହା ଚୀନରେ ହେଇଥିବା ଦୁର୍ଘଟଣାର ଦୃଶ୍ୟ […]

Continue Reading

କ’ଣ ଭାଇରାଲ ଭିଡିଓରେ ଦେଖା ଯାଉଥିବା ଦୃଶ୍ୟ ୟାସ୍ ବାତ୍ୟାର ଦୃଶ୍ୟ ଅଟେ? ଜାଣନ୍ତୁ ସତ୍ୟ।

ମଇ ମାସରେ ଓଡ଼ିଶାରେ ଆସିଥିବା ୟାସ୍ ବାତ୍ୟାକୁ ନେଇ ସୋସିଆଲ ମିଡିଆରେ ଅନେକ ପୋଷ୍ଟ ଏବଂ ଭିଡିଓ ଭାଇରାଲ ହେବାରେ ଦେଖିବାକୁ ମିଳୁଛି। ଫ୍ୟାଟ୍କ କ୍ରିଷେଣ୍ଡୋ ପୂର୍ବରୁ ମଧ୍ୟ ୟାସ ବାତ୍ୟା ଦାବି ସହିତ ଭାଇରାଲ ହେଉଥିବା ଭିଡିଓକୁ ଆମେ ମିଥ୍ୟା ବୋଲି ପ୍ରମାଣିତ କରିଛୁ। ବର୍ତ୍ତମାନ ସୋସିଆଲ ମିଡିଆରେ ଆହୁରି ଏକ ବାତ୍ୟାର ଭିଡିଓ ଦେଖିବାକୁ ମିଳିଛି ଯେଉଁଥିରେ ବାତ୍ୟା ସମୟରେ ଦୁଇଟି ଲୋକ ଏହା ଶିକାର ହେଇଛନ୍ତି। ଫ୍ୟାକ୍ଟ କ୍ରିଷେଣ୍ଡୋ ଏହି ଭାଇରାଲ ଭିଡିଓରେ […]

Continue Reading