କ’ଣ ମଣିପୁରରେ ହେଇଥିବା ଘଟଣା ପରେ ଅକ୍ଷୟ କୁମାର ଏହି ଭିଡିଓରେ ନିଜ କ୍ରୋଧ ପ୍ରକାଶ କରୁଛନ୍ତି? ଜାଣନ୍ତୁ ସତ୍ୟ
ମଣିପୁରର ଦୁଇ ଜଣ କୁକି ସମ୍ପ୍ରଦାୟ ମହିଳାଙ୍କ ଉଲଗ୍ନ ଅବସ୍ଥାରେ ପ୍ୟାରେଡ୍ କରାଯିବା ସହ ବହୁ ସଂଖ୍ୟାରେ ପୁରୁଷଙ୍କ ଦ୍ୱାରା ତାଙ୍କ ଯୌନ ନିର୍ଯାତନା ହୋଇଥିବାର ଏକ ଭିଡିଓ ସାରା ଦେଶରେ ବ୍ୟାପକ ବିରୋଧ ପ୍ରଦର୍ଶନ କରିଛି। ଅନୁସୂଚିତ ଜନଜାତି ନେତାଙ୍କ ଫୋରମ୍ (ଆଇଟିଏଲଏଫ୍) ଅନୁଯାୟୀ, ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହେବାର ଗୋଟିଏ ଦିନ ପରେ ମଣିପୁରର କାଙ୍ଗପୋକପି ଜିଲ୍ଲାରେ ଏହି ଘଟଣା ଘଟିଥିଲା। ଏହା ପରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଅଭିଯୁକ୍ତଙ୍କୁ କଠୋର […]
Continue Reading