ଦିଲ୍ଲୀରେ ଟ୍ରାଫିକ ପୋଲିସ ଉପରେ ଆକ୍ରମଣର ପୁରୁଣା ଭିଡିଓକୁ ମୁମ୍ବାଇର ଘଟଣା ଦାବି ସହିତ ସେୟାର କରା ଯାଉଛି।
ରାସ୍ତାରେ ପୋଲିସ୍ କର୍ମଚାରୀଙ୍କୁ ଅତି ନିର୍ମମ ଭାବରେ ଆକ୍ରମଣ କରୁଥିବା ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସ୍କଲ୍ କ୍ୟାପ୍ ପିନ୍ଧିଥିବା କିଛି ଲୋକ ଟ୍ରାଫିକ ପୋଲିସ ଉପରେ ଆକ୍ରମଣ କରୁଥିବା ଦେଖାଯାଇଛି। ଦାବି କରା ଯାଇଛି ଯେ ମୁମ୍ବାଇରେ ଟ୍ରାଫିକ୍ ପୋଲିସ ମୁସ୍ଲିମଙ୍କ ବିରୁଦ୍ଧରେ ଚାଲାଣ କରିଥିବା ହେତୁ ଏହି ଘଟଣା ଘଟିଥିଲା। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ବିଭ୍ରାନ୍ତକାରୀ ବୋଲି ଜାଣିବାକୁ ପାଇଲା। ଦିଲ୍ଲୀରେ ଟ୍ରାଫିକ ପୋଲିସ ଉପରେ […]
Continue Reading