କ’ଣ ଆଙ୍ଗନବାଡ଼ି ମହିଳା କାର୍ଯ୍ୟକର୍ତ୍ତା ମାନଙ୍କୁ ଓଡ଼ିଶା ପୋଲିସ ନିର୍ମମ ଭାବରେ ମାରୁଛି? ଜାଣନ୍ତୁ ସତ୍ୟ।
ବର୍ତ୍ତମାନ ସୋସିଆଲ ମିଡିଆରେ ପୋଲିସର ନିଷ୍ଠୁରତା ଦର୍ଶାଉଥିବା ଗୋଟିଏ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଦେଖିବାକୁ ମିଳିଛି ଯେ ରାସ୍ତାରେ ମହିଳା ଆଙ୍ଗନବାଡ଼ି କାର୍ଯ୍ୟକର୍ତ୍ତା ମାନେ ବିରୋଧ ପ୍ରଦର୍ଶନ କରୁଥିବା ସମୟରେ ସେଠାରେ ବନ୍ଦୋବସ୍ତରେ ଥିବା ପୋଲିସ ସେମାନଙ୍କୁ ନିର୍ମମ ଭାବରେ ବାଡ଼ିରେ ମାରୁଛି। ଦାବି କରା ଯାଉଛି ଯେ ଏହି ଭିଡିଓ ଓଡ଼ିଶା ରାଜ୍ୟର ଅଟେ ଆଉ ନବୀନ ସରକାର ଏପରି ମାଁ ମାନଙ୍କୁ ସମ୍ମାନ ଦେଉଛି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା […]
Continue Reading