ସାରଜାହର ଏକ ଟାୱାରରେ ଅଗ୍ନିକାଣ୍ଡର ପୁରୁଣା ଭିଡିଓକୁ ଇରାନ ଦ୍ୱାରା ଦୁବାଇର ଏକ ହୋଟେଲକୁ ଟାର୍ଗେଟ କରାଯାଇଥିବା ଦାବି ସହିତ ସେୟାର କରା ଯାଉଛି।

ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ନିଆଁ ଲାଗିଥିବା ଏକ ଉଚ୍ଚ ବିଲଡିଙ୍ଗ ଦେଖାଯାଉଛି। ଦାବି କରାଯାଉଛି ଯେ ଏହା ନିକଟରେ ଇରାନ ଦ୍ୱାରା ଦୁବାଇର ଏକ ହୋଟେଲ ଉପରେ ଡ୍ରୋନ୍ ଦ୍ଵାରା ଆକ୍ରମଣର ଦୃଶ୍ୟ। ସମ୍ପ୍ରତି ସମୟରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲୁଥିବା ଯୁଧ୍ୟ ସହିତ ଜଡ଼ିତ ଏହି ଭିଡିଓ ଭାଇରାଲ ହେଉଛି।  କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ସାରଜାହର ଏକ ଟାୱାରରେ ଅଗ୍ନିକାଣ୍ଡର […]

Continue Reading

ଚୀନର ଏକ ସହରରେ ଅଗ୍ନିକାଣ୍ଡର ଭିଡିଓ କୁ ଇରାନ ମୋସାଦ ମୁଖ୍ୟାଳୟ ଉପରେ ଆକ୍ରମଣ କରୁଥିବା ଦାବି ସହିତ ସେୟାର କରା ଯାଉଛି।

ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଏକ ଅଞ୍ଚଳରେ ନିଆଁ ଲାଗିଛି ଏବଂ ଆକାଶରେ ଘନ କଳା ଧୂଆଁ ଉଠୁଛି। ଭିଡିଓଟିକୁ ସେୟାର କରି ୟୁଜର୍ସମାନେ ଦାବି କରୁଛନ୍ତି ଯେ ଏହା ଇସ୍ରାଏଲର ମୋସାଦ ମୁଖ୍ୟାଳୟ ଉପରେ ଇରାନର ଆକ୍ରମଣ ପରେ ପରିସ୍ଥିତି। ପ୍ରକୃତରେ, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ସାମ୍ପ୍ରତିକ ବିବାଦକୁ ଦୃଷ୍ଟିରେ ରଖି, ଦାବି କରାଯାଇଛି ଯେ ଇରାନ ଆକ୍ରମଣ ପରେ, ଟେଲ୍ ଅଭିଭ ସହରରେ ଅବସ୍ଥିତ ଇସ୍ରାଏଲର ବିଦେଶୀ ଗୁଇନ୍ଦା […]

Continue Reading