ଉତ୍ତରାଖଣ୍ଡର ଏକ ଭିଡିଓକୁ ଉତ୍ତରପ୍ରଦେଶରେ ମଦ୍ରସା ବିରୁଦ୍ଧରେ ଯୋଗୀ ସରକାରଙ୍କର କାର୍ଯ୍ୟନୁଷ୍ଠାନ ଦାବି ସହିତ ସେୟାର କରା ଯାଉଛି।
ନିକଟରେ ୱାକଫ୍ ସଂଶୋଧନ ବିଲ୍ ପାସ୍ ହେବା ପରେ ସୋସିଆଲ ମିଡିଆରେ ଅନେକ ପୋଷ୍ଟ ଏବଂ ଭିଡିଓ ଭାଇରାଲ ହେଉଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ଗୋଟିଏ ଭିଡିଓ ସାମନାକୁ ଆସିଛି ଯେଉଁଥିରେ କିଛି ସରକାରୀ ଅଧିକାରୀଙ୍କ ସହିତ ପୋଲିସ ଏକ ମଦ୍ରସା ରେ ପ୍ରବେଶ କରି କାର୍ଯ୍ୟନୁଷ୍ଠାନ ଗ୍ରହଣ କରୁଛନ୍ତି। ଦାବି କରା ଯାଉଛି ଯେ ଏହି ଭିଡିଓ ଉତ୍ତରପ୍ରଦେଶର ଅଟେ। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଏହା ଉତ୍ତରାଖଣ୍ଡର ଘଟଣା […]
Continue Reading