କ’ଣ ଉଲଗ୍ନ ଅବସ୍ଥାରେ ମହିଳା ମାନେ ବିରୋଧ କରୁଥିବା ଏହି ଭିଡିଓ ମଣିପୁରର ଅଟେ? ଜାଣନ୍ତୁ ସତ୍ୟ।
ଗତ 2 ମାସ ଧରି ମଣିପୁରରେ ହିଂସା କମୁନାହିଁ। ପ୍ରାୟ ପ୍ରତ୍ୟେକ ଦିନ ନୂଆ ଅପରାଧିକ ମାମଲା ଉପରେ ରିପୋର୍ଟ ଦେଖିବାକୁ ମିଳୁଛି। ବର୍ତ୍ତମାନ ସୋସିଆଲ ମିଡିଆରେ ଗୋଟିଏ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଜଣେ ମହିଳା ଉଲଗ୍ନ ଅବସ୍ଥାରେ ପୋଲିସକୁ ଧମକ ଦେଉଛନ୍ତି ଏବଂ ବାଡ଼ି ଧରି ପୋଲିସକୁ ଗୋଡ଼ାଉଛନ୍ତି। ଆମକୁ ଏହି ଭିଡିଓର ତଥ୍ୟ ଯାଞ୍ଚ କରିବା ପାଇଁ ୱ୍ହାଟ୍ସ ଅପ୍ ନମ୍ବର 9049053770 ରେ ଅନୁରୋଧ ଆସିଥିଲା। ଭିଡିଓ ସେୟାର କରି ଦାବି […]
Continue Reading