କ’ଣ ଦିଲ୍ଲୀରେ ଜଣେ ପୋଲିସ ଅଧିକାରୀ ଏକ ଦମ୍ପତିଙ୍କୁ ରାସ୍ତା ମଝିରେ ଗୁଳି କରି ହତ୍ୟା କରୁଛନ୍ତି? ଜାଣନ୍ତୁ ସତ୍ୟ।
ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଜଣେ ପୋଲିସ ଅଧିକାରୀ ରାସ୍ତା ମଝିରେ ଜଣେ ଦମ୍ପତିଙ୍କୁ ଗୁଳି କରି ହତ୍ୟା କରୁଛନ୍ତି। ଏହି ଘଟଣା ଘଟିଥିବା ସମୟରେ ଅନେକ ଲୋକ ଏହି ଭିଡିଓ ଦେଖୁଛନ୍ତି। ୧୧ ଡିସେମ୍ବରରେ ଭିଡିଓ ପୋଷ୍ଟ କରି ଭାବେଶ ସଥପତି ନାମକ ଜଣେ ଫେସବୁକ ବ୍ୟବହାରକାରୀ ଦାବି କରିଛନ୍ତି ଯେ ଏହା ଦିଲ୍ଲୀର ବୁଦ୍ଧ ବିହାର ଅଞ୍ଚଳର ଘଟଣା ଅଟେ। ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି […]
Continue Reading