ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓକୁ ଏଡିଟ୍ କରି ମିଥ୍ୟା ଦାବିରେ ଭାଇରାଲ କରାଯାଉଛି।
ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ମୋଦିଙ୍କ ସାଙ୍ଗରେ କିଛି ମହିଳା କିର୍ତ୍ତନ କରୁଥିବାର ଦେଖାଯାଉଛନ୍ତି। ଭାଇରାଲ ଭିଡିଓ ସହ ଦାବି କରାଯାଉଛି ଯେ, ଭିଡିଓ କୋରୋନା କଳର ଅଟେ। ଯେତେବେଳେ ଲୋକମାନେ କୋରୋନା ସହିତ ଲଡ଼ୁଥିଲେ, ସେତେ ବେଳେ ପ୍ରଧାନମନ୍ତ୍ରୀ ମୋଦି ହିନ୍ଦୀ ଫିଲ୍ମ ଗୀତରେ କିର୍ତ୍ତନ କରୁଥିଲେ। Babeena Pattanayak ନାମକ ଜଣେ ଫେସବୁକ ୟୁଜର ଭାଇରାଲ ଭିଡିଓ ପୋଷ୍ଟ କରିଛନ୍ତି। ପୋଷ୍ଟରେ ଲେଖାଯାଇଛି ଯେ, ୟେ […]
Continue Reading