ଗଙ୍ଗା ନଦୀରୁ କୁକୁର କୋରୋନା ମୃତ ଶବ ଟାଣି ଖାଉଛି ?

COVID-19 ମାମଲା ଦିନକୁ ଦିନ ବଢ଼ୁଥିବା ବେଳେ, ସୋସିଆଲ ମିଡିଆରେ କିଛି ଫଟୋ ଉତ୍ତରପ୍ରଦେଶ ଏବଂ ବିହାରର ଗଙ୍ଗା କୂଳରେ ଶବ ଭାସୁଥିବା ଦାବିରେ ଭାଇରାଲ ହେଉଛି।  ହିପରି ଏକ ଫଟୋ ସୋସିଆଲ୍ ମିଡିଆରେ ଭାଇରାଲ ହେଉଛି, ଯେଉଁଥିରେ ଏକ ନଦୀ କୁଳରେ କୁକୁର ଶବକୁ ଘୋସାରୁଥିବାର ଦେଖାଯାଉଛି। ପୋଷ୍ଟରେ ଦାବି କରାଯାଇଛି ଯେ. କୋରୋନା ମୃତ ଶରୀରକୁ ଗଙ୍ଗା ନଦୀରେ ଫିଙ୍ଗା ଯାଉଛି। ଆମ ଅନୁସନ୍ଧାନରେ ଭାଇରାଲ ଫଟୋରେ କରାଯାଉଥିବା ଦାବି ମିଥ୍ୟା ପ୍ରମାଣିତ ହେଲା।  […]

Continue Reading

ପଟନା ଗଙ୍ଗା ନଦୀରେ କୋରୋନା ମୃତ ଶରୀର ଭାସୁଛି ? ଜାଣନ୍ତୁ ସତ୍ୟତା।

ବିହାରର ଗଙ୍ଗା ନଦୀରେ COVID-19 ମୃତାହତଙ୍କ ମୃତଦେହ ପକା ଯାଉଥିବା ଦାବିରେ ଏକ ପୋଷ୍ଟ ସୋସିଆଲ ମିଡିଆରେ ସେୟାର କରାଯାଉଛି । ଫଟୋରେ ନଦୀରେ ଅନେକ ମୃତ ଶରିର ଭାସୁଥିବାର ଦେଖାଯାଉଛି। ପୋଷ୍ଟରେ ଦାବି କରାଯାଇଛି ଯେ, ବିହାରର ବକ୍ସର ଗଙ୍ଗା ନଦୀରେ ଭାସୁଛି କୋରୋନା ମୃତ ଦେହର । ଆମ ଅନୁସନ୍ଧାନରେ ଭାଇରାଲ ପୋଷ୍ଟରେ କରାଯାଇଛିବା ଦାବି ମିଥ୍ୟା ପ୍ରମାଣିତ ହେଲା।  12 ମେ ରେ Prabir Pattanayak ନାମକ ଜଣେ ଫେସବୁକ ୟୁଜର ତାଙ୍କ […]

Continue Reading