କ’ଣ ଆସନ୍ତା ନିର୍ବାଚନ ପୂର୍ବରୁ ଜନଦାଧାରଣଙ୍କୁ ସମ୍ବୋଧିତ କରୁଥିବା ସମୟରେ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ଜୋତା ଫିଙ୍ଗିଛନ୍ତି? ଜାଣନ୍ତୁ ସତ୍ୟ।
ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏକ ସଭାରେ ଜନସାଧାରଣଙ୍କୁ ସମ୍ବୋଧିତ କରୁଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ସଭାରେ ଉପସ୍ଥିତ ଜଣେ ବ୍ୟକ୍ତି ତାଙ୍କ ଉପରେ ଜୋତା ଫିଙ୍ଗିଥିବା ଦେଖିବାକୁ ମିଳିଛି। ସୋସିଆଲ ମିଡିଆ ବ୍ୟବହାରକାରୀ ମାନେ ଦାବି କରୁଛନ୍ତି ଯେ ଆସନ୍ତା ନିର୍ବାଚନ ପୂର୍ବରୁ ଏକ ଜନସାଧାରଣ ସଭାକୁ ସମ୍ବୋଧିତ କରୁଥିବା ସମୟରେ ଜଣେ ବ୍ୟକ୍ତି ନବୀନ ପଟ୍ଟନାୟକଙ୍କ ଉପରେ ଜୋତା ଫିଙ୍ଗିଛନ୍ତି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ବିଭ୍ରାନ୍ତକାରୀ ବୋଲି ପାଇଲା। […]
Continue Reading