ଟାଇଫଏଡରେ ପୀଡିତ ରୋଗୀମାନଙ୍କୁ କରୋନା ଭାଇରସ୍ ରୋଗର ପିଡିତଥିବା ମିଥ୍ୟା ଦାବିରେ ଭାଇରାଲ କରାଯାଉଛି।
ସୋସିଆଲ ମିଡିଆରେ କୋରୋନା ମହାମାରି ସ୍ଥିତିର ଫଟୋ ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭାରତରେ COVID-19 ର ବଢ଼ୁଥିବା ମାମଲାରେ ମେଡିକାଲରେ ହେଉଥିବା ଅସୁବିଧା ଏବଂ ଅବ୍ୟବସ୍ଥାର ଖବର ଭାଇରାଲ ହେଉଛି। ଏଥିମଧ୍ୟରେ ଏକ ଫଟୋ ଭାଇରାଲ ହେଉଛ ଯେଉଁଥିରେ, ଚଟାଣରେ ପଡ଼ିଥିବା ରୋଗୀଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପୋଷ୍ଟରେ ଦାବି କରାଯାଇଛି ଯେ, ଭାଇରାଲ ଫୋଟୋ ଗୁଜରାଟର ଅଟେ। କୋରୋନା ରୋଗୀ ତଳେ ଚଟାଣରେ ପଡ଼ି ରହିଛନ୍ତି। ଆମ ଅନୁସନ୍ଧାନରେ ଭାଇରାଲ […]
Continue Reading