କ’ଣ ଭିଡିଓରେ ମହିଳାଙ୍କୁ ଗୋଇଂଠା ମାରୁଥିବା ଦୃଶ୍ୟ ଫ୍ରାନ୍ସ ଦେଶର? ଜାଣନ୍ତୁ ସତ୍ୟ।
ଫ୍ରାନ୍ସରେ ସାମୁଏଲ ପେଟ୍ଟୀ ନାମକ ଜେନ ଶିକ୍ଷକଙ୍କ ହତ୍ୟା ପରେ ସେଠିକାର ଲୋକଙ୍କ ମନରେ ମୁସଲମାନଙ୍କ ପ୍ରତି କ୍ରୋଧ ଦେଖିବାକୁ ମିଳିଛି। ଏହି ଘଟଣା ନେଇ ଫ୍ରାନ୍ସ ସରକାର ମଧ୍ୟ କିଛି ପଦକ୍ଷେପ ନେଇଛି। ବିଶ୍ଵର ଅନେକ ଦେଶରେ ମୁସଲମାନ ମାନେ ଫ୍ରାନ୍ସ ସରକାର ବିରୋଧ ମଧ୍ୟ କରିଥିବାର ଖବର ସାମନାକୁ ଆସିଛି। ଏହି ସମୟରେ ଗୋଟିଏ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପୋସ୍ତରେ ଦାବି ଯେ ଏହି ଭିଡିଓଫ୍ରାନ୍ସର ବୋଲି। ଫେକ୍ଟ କୃସେଣ୍ଡୋ ଏହି […]
Continue Reading