କ’ଣ ସରକାରି କର୍ମିଚାରି ଲୋକ ଦେଖାଣିଆ କୋରୋନା ଟିକା ନେବାର ବାହାନା କରୁଛନ୍ତି? ଜାଣନ୍ତୁ ସତ୍ୟତା।
ସୋସିଆଲ ମିଡିଆ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ସ୍ୱାସ୍ଥ୍ୟ ଅଧିକାରୀ ଏବଂ ସରକାରୀ କର୍ମିଚାରି କୋରୋନା ଟୀକା ନେଉଥିବାର ବାହାନା କରୁଥିବା ଦେଖିବାକୁ ମିଳିଛି। ଅନେକ ଲୋକ ଏହି ଭିଡିଓ ସେୟାର କରୁଛନ୍ତି ଯେ ଏହି ଦୁଇ ସରକାରୀ କର୍ମଚାରୀ ଟୀକାକରଣ ନେଇ ନାହାଁନ୍ତି ବରଂ କ୍ୟାମେରା ଆଗରେ ଛଳନା କରୁଛନ୍ତି। ଆମ ଅନୁସନ୍ଧାନରେ ଭାଇରାଲ ପୋଷ୍ଟରେ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା। 22 ଜାନୁଆରିରେ Jay Naveen ନାମକ ଜଣେ ଫେସବୁକ ୟୁଜର […]
Continue Reading