କ’ଣ ସମ୍ବିତ ପାତ୍ର ଟୁଇଟ ମାଧ୍ୟମରେ କହିଛନ୍ତି ଯେ ନରେନ୍ଦ୍ର ମୋଦୀଙ୍କ ପିତା ନିଜ ଶେଷ ସମୟ ପର୍ଯ୍ୟନ୍ତ ଅବିବାହିତ ରହିଥିଲେ? ଜାଣନ୍ତୁ ସତ୍ୟ।

ସୋସିଆଲ ମିଡିଆରେ ତେଲ ଏବଂ ପ୍ରାକୃତିକ ଗ୍ଯାସ ନିଗମ ଲିମିଟେଡ୍ ଅଧ୍ୟକ୍ଷ ସମ୍ବିତ ପାତ୍ରଙ୍କ ଏକ ଟୁଇଟ ଭାଇରାଲ ହେଉଛି। ଦେଖିବାକୁ ଗଲେ ଜଣା ପଡିଛି ଯେ ଏହା ଏକ ପୁରୁଣା ଟୁଇଟର ସ୍କ୍ରିନଶଟ୍ ଅଟେ। ଏହି ଟୁଇଟରେ କୁହା ଯାଇଛି ଯେ “ମୋଦୀଜି ଦେଶ ପାଇଁ ନିଜ ପରିବାରକୁ ଛାଡିଛନ୍ତି ଏବଂ ମୋଦୀଜିଙ୍କ ଦାଦାଜି ଦେଶ ପାଇଁ ନିଜ ଅନ୍ତିମ ଦିନ ପର୍ଯ୍ୟନ୍ତ ଅବିବାହିତ ରହିଥିଲେ।” ଏହା ସହିତ ପୋଷ୍ଟରେ କୁହା ଯାଇଛି ଯେ “ମୁଁ […]

Continue Reading

କ’ଣ ଗୋଡସେ ଏବଂ ମହାତ୍ମା ଗାନ୍ଧୀଙ୍କୁ ନେଇ ମୋହନ ଭାଗବତ ଟୁଇଟ ମାଧ୍ୟମରେ ନିଜ ମନ୍ତବ୍ୟ ଦେଇଛନ୍ତି? ଜାଣନ୍ତୁ ସତ୍ୟ।

ରାଷ୍ଟ୍ରୀୟ ସ୍ୱୟମସେବକ ସଂଘ ଅଧ୍ୟକ୍ଷ ମୋହନ ଭାଗବତଙ୍କର ଏକ ଟୁଇଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଟୁଇଟର ସ୍କ୍ରିନଶଟ୍ ରେ ଲେଖା ଯାଇଛି, କିଏ ଠିକ ଥିଲା ବା କିଏ ଭୁଲ, ଏଇ କଥା ଆପଣ ମାନେ ନିର୍ଣୟ କରିବେନି। ଛାତ୍ର ମାନଙ୍କୁ ଗୋଡସେଙ୍କ ବିଷୟରେ ପଢାନ୍ତୁ ଏବଂ ଗାନ୍ଧୀଙ୍କ ବିଷୟରେ ମଧ୍ୟ ପଢାନ୍ତୁ। ଛାତ୍ର ମାନେ ନିଜେ ନିର୍ଣୟ କରିଦେବେ କିଏ ଠିକ ଏବଂ କିଏ ଭୁଲ। ଫ୍ୟାକ୍ଟ କ୍ରିଷେଣ୍ଡୋ ଅନୁସନ୍ଧାନ ଦ୍ଵାରା ଜାଣିବାକୁ […]

Continue Reading