କ’ଣ ଟ୍ରାଫିକ୍ ଜାମ୍ ହେଇଥିବାରୁ କର୍ଣ୍ଣାଟକର ଏକ ସହରରେ ଲୋକେ ପାଇପ୍ ଦେଇ ଗାଡିରେ ଯାଉଛନ୍ତି? ଜାଣନ୍ତୁ ସତ୍ୟ। 

ଖରାପ ରାସ୍ତା ଏବଂ ଟ୍ରାଫିକ୍ ବାଧା ଯୋଗୁଁ ଜନସାଧାରଣ ଲୋକଙ୍କୁ ଅନେକ ଥର ସମସ୍ଯାର ସାମନା କରିବାକୁ ପଡିଥାଏ। ଏହା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଚାଲିଥାଏ। କର୍ଣ୍ଣାଟକା ନିର୍ବାଚନ ପାଖେଇ ଆସୁଥିବା ସମୟରେ ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଲୋକେ ଟ୍ରାଫିକ୍ ଜାମ୍ ରୁ ଏଡ଼ାଇବା ପାଇଁ ରାସ୍ତା ପାର୍ଶ୍ଵରେ ରକ୍ଷା ଯାଇଥିବା ପାଇପରେ ଗାଡି ଚଳାଉଛନ୍ତି।  ଦାବି କରା ଯାଉଛି ଯେ ଏହି ଭିଡିଓ କର୍ଣ୍ଣାଟକାର ଅଟେ।  […]

Continue Reading

ହିମାଚଳପ୍ରଦେଶରେ ହଜାର ହଜାର ପର୍ଯ୍ୟଟକଙ୍କ ଟ୍ରାଫିକ୍ ଜାମ୍ ଦାବିରେ ଭାଇରାଲ ଭିଡିଓ ପାକିସ୍ତାନର ଅଟେ।

ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ସଂଖ୍ୟାଧିକ ଯାନବାହାନ ପାହାଡ ମଧ୍ୟରେ ଥିବା ରାସ୍ତାରେ ଭାରି ଟ୍ରାଫିକ୍ ଜାମ୍ ଅଟକି ରହିଥିବା ଦେଖାଯାଇଛି। ଏହି ଭିଡିଓ ହିମାଚଳ ପ୍ରଦେଶର ବୋଲି ଦାବି କରାଯାଉଛି। ହଜାର ହଜାର ପର୍ଯ୍ୟଟକ ହିମାଚଳ ପ୍ରଦେଶରୁ ଫେରୁଥିବା ଦାବିରେ ଭାଇରାଲ କରାଯାଉଛି।  27 ଜୁଲାଇରେ Ravi Patil ନାମକ ଜଣେ ଫେସବୁକ ୟୁଜର ଭାଇରାଲ ଭିଡିଓ ପୋଷ୍ଟ କରିଛନ୍ତି। ପୋଷ୍ଟରେ ଲେଖାଯାଇଛି ଯେ, Himachal pradesh traffic jam. (ହିମାଚଳ […]

Continue Reading