କ’ଣ ହିଜାବ ପିନ୍ଧିଥିବା ୩ ପୁରୁଷ ଲୋକଙ୍କୁ ଦୁବାଇ ପୋଲିସ ବିମାନବନ୍ଦରରେ ଗିରଫ କରିଛି? ଜାଣନ୍ତୁ ସତ୍ୟ।
ସାଉଦି ଆରବର ପାରମ୍ପାରିକ ପୋଷାକରେ ମହିଳା ଭାବରେ ଜଣା ପଡୁଥିବା କିଛି ପୁରୁଷ ଲୋକଙ୍କ ଫୋଟୋ ଅନେକ ଅଗ୍ରଣୀ ନ୍ୟୁଜ୍ ୱେବସାଇଟ ଏବଂ ସୋସିଆ ମିଡିଆ ବ୍ୟବହାରକାରୀଙ୍କ ଦ୍ଵାରା ସେୟାର କରା ଯାଉଛି। ଦାବି କରା ଯାଇଛି ଯେ ଦୁବାଇ ବିମାନବନ୍ଦରରେ ତିନି ଜଣ ପୁରୁଷଙ୍କୁ ମହିଳା ଭେଷରେ ଗିରଫ କରା ଯାଇଥିଲା। ୧୮ ଫେବ୍ରୁଆରିରେ ଜଣେ ଫେସବୁକ ବ୍ୟବହାରକାରୀ କନକ ନ୍ୟୁଜ୍ ର ଏକ ସ୍କ୍ରିନଶଟ୍ ସେୟାର କରି ଦାବି କରିଛନ୍ତି ଯେ ଦୁବାଇ ବିମାନବନ୍ଦରରେ […]
Continue Reading