ଭିଡିଓରେ ଇଞ୍ଜେକ୍ସନ ନେବାକୁ ଡରୁଥିବା ବ୍ୟକ୍ତି ଥାଇଲ୍ୟାଣ୍ଡ ସ୍ୱାସ୍ଥ୍ୟମନ୍ତ୍ରୀ ? ଜାଣନ୍ତୁ ସତ୍ୟତା।
ସୋସିଆଲ ମିଡିଆରେ ଜଣେ ଏସୀୟ ବ୍ୟକ୍ତିଙ୍କ ଇଞ୍ଜେକ୍ସନ ନେବାର ଏକ ଭିଡିଓ ଭାଇରାଲ କରାଯାଉଛନ। ଭିଡିଓରେ ବ୍ୟକ୍ତି ଜଣକ ସିରିଞ୍ଜରେ ଇଞ୍ଜେକ୍ସନ ନେବାକୁ ଡରୁଥିବା ଦେଖାଯାଉଛନ୍ତି। ଭିଡିଓରେ ଦାବି କରାଯାଉଛି ଯେ, ଥାଇଲ୍ୟାଣ୍ଡର ସ୍ୱାସ୍ଥ୍ୟମନ୍ତ୍ରୀ ଇଞ୍ଜେକ୍ସନ ନେବାରେ ଡରୁଛନ୍ତି। ଆମ ଅନୁସନ୍ଧାନରେ ଭାଇରାଲ ଭିଡିଓରେ କରାଯାଉଥିବା ଦାବି ମିଥ୍ୟା ପ୍ରମାଣତ ହେଲା। 30 ଜୁନରେ Tridip Kumar Nandi ନାମକ ଜଣେ ଫେସବୁକ ୟୁଜର ଭାଇରାଲ ଭିଡିଓ ପୋଷ୍ଟ କରିଛନ୍ତି। ପୋଷ୍ଟରେ ଲେଖାଯାଇଛି ଭିଡିଓରେଥିବା ବ୍ୟକ୍ତି ଥାଇଲ୍ୟାଣ୍ଡ […]
Continue Reading