ଛୋଟ-ଛୋଟ ଶିଶୁଙ୍କୁ ମାରିଥିବା ଜଣେ ହମାସ୍ ଆତଙ୍କବାଦୀର ଇଜ୍ରାଏଲ୍ ହାତ କାଟିଥିବା ଏବଂ କିଡନୀ ବାହାର କରିଦେଇଥିବା ଦାବି ମିଥ୍ୟା ଅଟେ।
ଗୁରୁତ ଭାବରେ ଆଘାତ ହୋଇଥିବା ଜଣେଯୁବକଙ୍କର ଫୋଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଦାବି କରା ଯାଉଛି ଯେ ଏହି ଯୁବକ ଜଣେ ହମାସ୍ ଆତଙ୍କବାଦୀ ଯିଏ ଅନେକ ଶିଶୁଙ୍କୁ ନିର୍ମମ ଭାବରେ ହତ୍ୟା କରିଥିଲେ। ଇଜ୍ରାଏଲ୍ ଆକ୍ରମଣ ସମୟରେ ତାଙ୍କୁ ଜବତ କରି ତାଙ୍କ ଦୁଇଟି ହାତ ଏବଂ କିଡନୀ ବାହାର କରି ଦେଇଛି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ୨୦୨୪ ରେ ଗୋଟିଏ ଆପାର୍ଟମେଣ୍ଟକୁ ଇଜ୍ରାଏଲ୍ ଆକ୍ରମଣ କରିଥିବା […]
Continue Reading