କ’ଣ କଂଗ୍ରେସ ନେତା ଦିଗବିଜୟ ସିଂହ କହିଛନ୍ତି ଯେ ଗାଈ ମାଂସ ଖାଇବା ପାପ ନୁହେଁ? ଜାଣନ୍ତୁ ସତ୍ୟ।
କଂଗ୍ରେସ ନେତା ଦିଗବିଜୟ ସିଂହ ପୁଣି ଥରେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଆସିଛନ୍ତି। ଏକ ଫୋଟୋ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯେଉଁଥିରେ ଦାବି କରା ଯାଇଛି ଯେ କଂଗ୍ରେସ ନେତା ଦିଗବିଜୟ ସିଂହ ଗାଈ ମାଂସ ଖାଇବା ପାପ ନୁହେଁ ବୋଲି କହିଛନ୍ତି। ଅନୁସନ୍ଧାନ ପରେ ଫ୍ୟାକ୍ଟ କ୍ରିଷେଣ୍ଡୋ ଦାବିକୁ ପ୍ରସଙ୍ଗ ବାହାରେ ଭାଇରାଲ ହେଉଥିବା ପାଇଲା। ତେବେ ଆସନ୍ତୁ ଜାଣିବା ସତ୍ୟ କଥା ଟି କଣ। କ’ଣ ଦାବି କରା ଯାଇଛି ଏହି […]
Continue Reading