ଦୁର୍ଗାମଣ୍ଡପ ବୋର୍ଡ଼ରେ ନମାଜର ସମୟ ଲେଖାଯାଇ ଟଙ୍ଗାଯାଇଥିବା ଫଟୋ ପଶ୍ଚିମବଙ୍ଗର ନୁହେଁ ବାଙ୍ଗଲାଦେଶର ଅଟେ।
ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ମା ଦୁର୍ଗାଙ୍କ ମଣ୍ଡପ ପାଖରେ ଏକ ପୋଷ୍ଟର ଲଗାହୋଇଥିବାର ଦେଖାଯାଉଛି। ଯେଉଁଥିରେ ମୁସ୍ଲିମ ମାନଙ୍କର ପ୍ରାଥନା ଟାଇମ ଲେଖାଯାଇଛି। ପୋଷ୍ଟରେ ଦାବି କରାଯାଉଛି ଯେ, ପଶ୍ଚିମବଙ୍ଗରେ ନମାଜ ପଢ଼ାଯାଉଥିବା ସମୟରେ ମାଙ୍କର ପୂଜା ବନ୍ଦ ରହୀବ। ଆମ ଅନୁସନ୍ଧାନରେ ଭାଇରାଲ ଫଟୋରେ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା। 16 ଅକ୍ଟୋବରରେ Kailash Gupta ନାମକ ଜଣେ ଫେସବୁକ ୟୁଜର ଭାଇରାଲ ଫଟୋ ପୋଷ୍ଟ କରିଛନ୍ତି। […]
Continue Reading