କ’ଣ ରଞ୍ଜନ ଗୋଗୋଇ ବିଭିନ୍ନ ଧର୍ମର ପର୍ବ ପାଳନ କରିବା ସମ୍ବନ୍ଧ ନେଇ ସମ୍ବିଧାନରେ ପରିବର୍ତନ କରିବା ବିଷୟରେ ଟୁଇଟ କରିଛନ୍ତି? ଜାଣନ୍ତୁ ସତ୍ୟ।
ନିକଟରେ ଏକ ଟୁଇଟର ସ୍କ୍ରିନଶଟ୍ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଦେଖିବାକୁ ମିଳିଛି। ଏଥର ଏହା ରଞ୍ଜନ ଗୋଗୋଇଙ୍କ ନାମର ଏକ ଟୁଇଟର ସ୍କ୍ରିନଶଟ୍ ଅଟେ। ପୂର୍ବରୁ ମଧ୍ୟ ଏହି ପରି ଅନେକ ପୋଷ୍ଟ ଫ୍ୟାକ୍ଟ କ୍ରିଷେଣ୍ଡୋ ଦ୍ଵାରା ମିଥ୍ୟା ବା ନକଲି ପ୍ରମାଣିତ ହୋଇଥିଲା। ତେଣୁ ଆମେ ଏହି ପୋଷ୍ଟ ପଛରେ ଥିବା ସତ୍ୟ ବିଷୟରେ ଜାଣିବା ପାଇଁ ଅନୁସନ୍ଧାନ କରିଲୁ। ଅନୁସନ୍ଧାନ ପରେ ଫ୍ୟାକ୍ଟ କ୍ରିଷେଣ୍ଡୋ ପୋଷ୍ଟରେ ଥିବା ଦାବିକୁ ମିଥ୍ୟା ବୋଲି ପାଇଲା। […]
Continue Reading