କ’ଣ ଏହା ନେପାଲର ଲୋକମାନେ ଉପହାର ନେଇ ଅଯୋଧ୍ୟା ରାମ ମନ୍ଦିର ଆସୁଥିବା ଭିଡିଓ ଅଟେ? ଜାଣନ୍ତୁ ସତ୍ୟ। 

ଅଯୋଧ୍ୟାରେ ଥିବା ରାମ ମନ୍ଦିର ୨୨ ଜାନୁଆରୀ ୨୦୨୪ ରେ ଉଦ୍ଘାଟିତ ହେବାକୁ ଯାଉଛି। ଉଦ୍ଘାଟନ ପୂର୍ବରୁ ଏହାକୁ ପ୍ରସ୍ତୁତ କରିବା ପାଇଁ ମନ୍ଦିରରେ ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଖବର ମୁତାବକ, ରାମ ମନ୍ଦିରର ଉଦଘାଟନ ପୂର୍ବରୁ ୫୦୦ ଲୋକଙ୍କର ଏକ ଶୋଭାଯାତ୍ରା, ପ୍ରଭୁ ରାମଙ୍କ ପାଇଁ ବିବାହ ଉପହାର ରୂପେ ଉଦ୍ଦିଷ୍ଟ ୧୧୦୦ ଟୋକେଇ ସାମଗ୍ରୀ ନେଇ ସୀତାଙ୍କ ଜନ୍ମସ୍ଥାନ ନେପାଳର ଅଯୋଧ୍ୟାରେ ପହଞ୍ଚିବେ। ଏହି ପ୍ରସଙ୍ଗରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ […]

Continue Reading

ନେପାଲର ଏକ ପୁରୁଣା ଫୋଟୋକୁ ସମ୍ପ୍ରତ୍ତି ଭୂକମ୍ପ ସମୟରେ ଭାରତ ଆଫଗାନିସ୍ତାନକୁ ସାହାଯ୍ୟତା ପଠାଉଥିବା ଦାବି ସହୁତ ଭାଇରାଲ କରା ଯାଉଛି। 

ନିକଟରେ ଆଫଗାନିସ୍ତାନରେ ୫.୯ ତୀବ୍ରତାର ଭୂକମ୍ପ ହେଇଥିବା ଖବର ସାମନାକୁ ଆସିଛି। ଏହି ଘଟଣାରେ ୧୦୦୦ ରୁ ଅଧିକ ଲୋକେ ନିଜ ପ୍ରାଣ ହରାଇଛନ୍ତି ଏବଂ ପ୍ରାୟ ୧୪୦୦ ଲୋକେ ଆଘାତ ହୋଇଛନ୍ତି।  ଏହି ପ୍ରସଙ୍ଗରେ ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଫୋଟୋ ଭାଇରାଲ ହେଉଛି। ଫୋଟୋ ସହିତ ଦାବି କରା ଯାଇଛି ଯେ ଆଫଗାନିସ୍ତାନରେ ଭୂକମ୍ପ ହେଇଥିବାରୁ ଭାରତ ସେଟାକୁ ସାହାଯ୍ୟତା ପଠାଇଛି।  ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ନେପାଲର ଏକ […]

Continue Reading

କ’ଣ ଫୋଟୋରେ ବୃଦ୍ଧା ଅବସ୍ତାରେ ଏହି ବ୍ୟକ୍ତି ୨୦୧ ବର୍ଷୀୟ ତିବତ ସନ୍ତ ଅଟନ୍ତି? ଜାଣନ୍ତୁ ସତ୍ୟ।

ସୋସିଆଲ ମିଡିଆରେ ଏକ ଫୋଟୋ ଭାଇରାଲ ହେଉଥିବା ଦେଖିବାକୁ ମିଳିଛି ଯେଉଁଥିରେ ଦୁଇଟି ପୋଲିସକର୍ମୀ ବୃଦ୍ଧା ଅବସ୍ତାର ଏକ ବ୍ୟକ୍ତିଙ୍କୁ ଧରି ଚିଡ଼ା ହେଇଛନ୍ତି। ପୋଷ୍ଟର ଦାବି ଅନୁଯାୟୀ ଏହି ବ୍ୟକ୍ତି ୨୦୧ ବର୍ଷ ବୟସର ଦୁନିଆର ସବୁଠାରୁ ବୟସ୍କ ବ୍ୟକ୍ତି ବୋଲି ବିଶ୍ଵାସ କରା ଯାଉଛି।  ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା।  କ’ଣ ଦାବି ପୋଷ୍ଟର? ୨୭ ନଭେମ୍ବରରେ ଶିବ ଶଙ୍କର ନାମକ ଜଣେ ଫେସବୁକ ବ୍ୟବହାରକାରୀ ଏକ ଫୋଟୋ ପୋଷ୍ଟ […]

Continue Reading