କ’ଣ ଅଧିକ ଖରା ଏବଂ ଗରମ ହେବା କାରଣରୁ ବାଇକ୍ ରେ ନିଆ ଲାଗିଥିଲା? ଜାଣନ୍ତୁ ସତ୍ୟତା।

ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ରାସ୍ତାରେ ଥିବା ଗୋଟିଏ ବାଇକ୍ ରେ ହଟାତ ନିଆ ଲାଗିଥିବା ଦେଖିବାକୁ ମିଳିଛି। କିଛି ଲୋକେ ପାଣି ଢାଳି ନିଆକୁ ନିୟନ୍ତ୍ରଣ କରିବା ଉଦ୍ୟମ କରୁଥିବା ସମୟରେ ନିଆ ତେଜୀ ଉଠିଥିଲା। ଏହି ଘଟଣାରେ କିଛି ଲୋକ ଆଘାତ ହୋଇଥିବା ମଧ୍ୟ ଜଣା ପଡିଛି। ଭିଡିଓ ଭାଇରାଲ କରି ଦାବି କରା ଯାଇଛି ଯେ ଗ୍ରୀଷ୍ମ ଋତୁ ରେ ଅତ୍ଯାଧିକ ଉତ୍ତାପ କାରଣ ହେତୁ ବାଇକ୍ […]

Continue Reading

ପେଟ୍ରୋଲର ମୂଲ୍ୟ ବଢ଼ାଇବା ହେଉଛି ମୋଦୀ ଜିଙ୍କର ମାଷ୍ଟରଷ୍ଟ୍ରୋକ-  ସ୍ମୃତି ଇରାନୀ ?

କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ଏକ ଭିଡିଓ ଇଣ୍ଟରନେଟରେ ଭାଇରାଲ ହେଉଛି। ଏଥିରେ ସେ କହୁଛନ୍ତି ଯେ ଆମର ପ୍ରଧାନମନ୍ତ୍ରୀ ପେଟ୍ରୋଲର ମୂଲ୍ୟ ବୃଦ୍ଧି କରି ଗରିବ ଲୋକଙ୍କୁ ସମର୍ଥନ କରିଛନ୍ତି ଏବଂ ଧନୀମାନଙ୍କ ବିରୋଧରେ ଏକ ମାଷ୍ଟର ଷ୍ଟ୍ରୋକ ସୃଷ୍ଟି କରିଛନ୍ତି।  ଆମେ ତଥାପି ଗରିବ ଲୋକଙ୍କ ପାଦକୁ ସୁରକ୍ଷିତ ରଖିଛୁ, ଯାହା ଦ୍ୱାରା ସେମାନେ ସେମାନଙ୍କର ଗାଡି ଏବଂ ରିକ୍ସା ଚଳାଇ ପାରିବେ। 12 ଏପ୍ରିଲ୍ ରେ Odisha Youth Congress ଫେସବୁକ ପେଜରେ […]

Continue Reading

ପେଟ୍ରୋଲ ଦାମକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କର ଭାଇରାଲ ହେଉଥିବା ଭିଡିଓ ଏଡିଟେଡ ଅଟେ।

ଦେଶରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ  ବଢ଼ିବାକୁ ନେଇ ସୋସିଆଲ ମିଡିଆରେ ଅନେକ ଭିଡିଓ ଏବଂ ଖବର ଭାଇରାଲ ହେବାରେ ଲାଗିଛି। ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ପ୍ରାୟ 87 ଟଙ୍କା ଥିବାବେଳେ ଡିଜେଲର ମୂଲ୍ୟ ଲିଟର ପିଛା 77 ଟଙ୍କାରୁ ଅଧିକ ବୃଦ୍ଧି ପାଇଛି। ଏଥିମଧ୍ୟରେ ଅନ୍ୟ ଏକ ଭିଡିଓ ଭାଇରାଲ ହେବାଲେ ଲାଗିଛି ଭିଡିଓରେ ମୋଦୀ କନଫରେନ୍ସିଂ ମାଧ୍ୟମରେ ମରାଠୀ ଭାଷାରେ ଜଣେ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ହେଉଥିବା ନଜର ଆସିଛନ୍ତି। ଭିଡିଓକୁ […]

Continue Reading