କ’ଣ ବିଜେପି କାର୍ଯ୍ୟକର୍ତ୍ତା ପେଟ୍ରୋଲ୍ ଏବଂ ଗ୍ଯାସ୍ ଦରରେ ବୃଦ୍ଧି ନେଇ ଅର୍ଦ୍ଧ ଉଲଗ୍ନ ହୋଇ ବିରୋଧ ପ୍ରଦର୍ଶନ କରୁଛନ୍ତି? ଜାଣନ୍ତୁ ସତ୍ୟ।
ବର୍ତ୍ତମାନ ସୋସିଆଲ ମିଡିଆରେ ବିଜେପି କାର୍ଯ୍ୟକର୍ତ୍ତା ମାନଙ୍କ ଅର୍ଦ୍ଧଉଲଗ୍ନ ହୋଇ ବିରୋଧ ପ୍ରଦର୍ଶନ କରୁଥିବା ଏକ ଫୋଟୋ ଭାଇରାଲ ହେବରେ ଲାଗିଛି। ଫୋଟୋ ସହିତ କୁଆ ଯାଇଛି ଯେ ପେଟ୍ରୋଲ୍ ଦର ୬୦ ଟଙ୍କା ଥିଲା ଏବଂ ଗ୍ଯାସ୍ ସିଲିଣ୍ଡର ୪୯୩ ଟଙ୍କା ଥିଲା, ତେବେ ମଧ୍ୟ ଏମାନେ ଉଲଗ୍ନ ହୋଇଥିଲେ। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ବିଜେପି କାର୍ଯ୍ୟକର୍ତ୍ତାଙ୍କର ଅର୍ଦ୍ଧଉଲଗ୍ନ ହୋଇ ବିରୋଧ ପ୍ରଦର୍ଶନ କରୁଥିବା ଫୋଟୋର ପେଟ୍ରୋଲ୍ କିମ୍ବା […]
Continue Reading