ଉତ୍ତରପ୍ରଦେଶରେ ଜମି ବିବାଦକୁ ନେଇ ଭାଇରାଲ ଭିଡିଓକୁ ରାଜସ୍ଥାନର କହି ମିଥ୍ୟା ଦାବିରେ ସେୟାର କରାଯାଉଛି।

ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ କିଛି ଲୋକ ରାସ୍ତାରେ ଜୋରଦାର ଲଢ଼ୁଥିବାର ନଜର ଆସୁଛନ୍ତି। ଏଥିସହିତ ଜଣେ ପୁରୁଷ ରାସ୍ତାରେ ପଡ଼ିଥିବା ଜଣେ ମହିଳାଙ୍କୁ ପିଟୁଛନ୍ତି। ଅନ୍ୟ ଜଣେ ପୁରୁଷ ମହିଳାଙ୍କୁ ବାଡ଼ିରେ ପିଟୁଥିବାର ଦେଖିବାକୁ ମିଳୁଛି। ରାଜସ୍ଥାନ ଦାବିରେ ଏହି ଭିଡିଓ ଭାଇରାଲ ହେବା ସହିତ କଂଗ୍ରେସ ଶାସିତ ରାଜ୍ୟରେ ମହିଳାଙ୍କ ପ୍ରତି ଏପରି ଅତ୍ୟାଚାର କରାଯାଉଛି ବୋଲି କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀଙ୍କୁ ଅପମାନିତ କରାଯାଉଛି। ଆପଣଙ୍କୁ କହିରଖୁଛୁ […]

Continue Reading

କ’ଣ ଭିଡିଓରେ ପ୍ରିୟଙ୍କା ଗାନ୍ଧୀ କଂଗ୍ରେସ ପାର୍ଟି ଲୋଗୋର ରଙ୍ଗୋଲିକୁ ଝାଡୁ ମାରୁଛନ୍ତି? ଜାଣନ୍ତୁ ସତ୍ୟ।

ଲଖ୍ମିପୁର ଖେରୀ ପରିଦର୍ଶନ ଯାଉଥିବା ବେଳେ ପୋଲିସ ତାଙ୍କ ଗାଡିକୁ ଅଟକାଇ ତାଙ୍କୁ ଅଟକ ରଖିଥିଲା। ଏହି ଘଟଣା ନେଇ ବର୍ତ୍ତମାନ ଖୁବ ଚର୍ଚ୍ଚା ଚାଲିଛି। ଏହି ଘଟଣା ପ୍ରସଙ୍ଗରେ ଏକ ଭିଡିଓ ଭାଇରାଲ ହହେବାକୁ ଲାଗିଛି। ଭିଡିଓରେ ଦେଖିବାକୁ ମିଳିଛି ଯେ ପ୍ରିୟଙ୍କା ଗାନ୍ଧୀ ଏକ ରୁମ୍ ରେ କଂଗ୍ରେସ ପାର୍ଟିର ଲୋଗୋ ଥିବା ରଙ୍ଗୋଲିକୁ ଝାଡୁ ମାରୁଛନ୍ତି। ଭିଡିଓ ଭାଇରାଲ କରି ପରିହାସ ରୂପେ ଦାବି କରା ଯାଇଛି ଯେ ପ୍ରିୟଙ୍କା ଗାନ୍ଧୀ ହାତ […]

Continue Reading

କ’ଣ ପ୍ରିୟଙ୍କା ଗାନ୍ଧୀ ଭାରତ ମୂର୍ଖ ମାନଙ୍କ ଦେଶ ବୋଲି ଟୁଇଟ କରିଛନ୍ତି? ଜାଣନ୍ତୁ ସତ୍ୟ।

ବର୍ତ୍ତମାନ ସୋସିଆଲ ମିଡିଆରେ ପ୍ରିୟଙ୍କା ଗାନ୍ଧୀଙ୍କ ନାମରେ ଗୋଟିଏ ଟୁଇଟର ସ୍କ୍ରିନଶଟ ଭାଇରାଲ ହେଇଥିବା ଦେଖିବାକୁ ମିଳିଛି। ଏହା ପୂର୍ବରୁ ମଧ୍ୟ ଏପରି ଅନେକ ନେତାଙ୍କ ଟୁଇଟ ଭାଇରାଲ ହେଇଥିଲା ଯାହାକୁ ଫେକ୍ଟ କୃସେଣ୍ଡୋ ମିଥ୍ୟା ବୋଲି ପ୍ରମାଣ କରିଛି। ଏହି ପୋଷ୍ଟରେ ଭାଇରାଲ ହେଉଥିବା ଦାବିରେ କୁହା ଯାଇଅଛି ଯେ ପ୍ରିୟଙ୍କା ଗାନ୍ଧୀ ଭାରତକୁ ମୂର୍ଖ ମାନଙ୍କ ଦେଶ ବୋଲି କହିଛନ୍ତି।  ଫେକ୍ଟ କୃସେଣ୍ଡୋ ଭାଇରାଲ ହେଉଥିବା ଏହି ଟୁଇଟକୁ ମିଥ୍ୟା ବୋଲି ପାଇଲା।  Facebook […]

Continue Reading