ଚୀନର ଏକ ବୁଲଡୋଜର ପ୍ରଦର୍ଶନ ଭିଡିଓକୁ ଉତ୍ତରପ୍ରଦେଶ ନିର୍ବାଚନରେ ଯୋଗୀ ଆଦିତ୍ୟନାଥଙ୍କ ବିଜୟୀ ହେବା ସହିତ ଯୋଡି ଭାଇରାଲ କରା ଯାଉଛି।
ଉତ୍ତରପ୍ରଦେଶ ନିର୍ବାଚନର ଫଳାଫଳ ବାହାରିଲା ପରେ ସୋସିଆଲ ମିଡିଆରେ ବୁଲଡୋଜରର ଏକ ଭିଡିଓ ସେୟାର କରା ଯାଉଛି ଯେଉଁଥିରେ ଦାବି କରା ଯାଉଛି ଯେ ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥ ନିର୍ବାଚନ ଜିତିବା ପରେ ଏହି ଦୃଶ୍ୟ ଦେଖିବାକୁ ମିଳିଛି। ଭିଡିଓଟି କୁ ଏହି ପରି ସେୟାର କରା ଯାଉଛି ଯେପରି କି ଲୋକେ ବୁଲଡୋଜରରେ ଷ୍ଟନ୍ଟ୍ ଦେଖାଇ ଆଦିତ୍ୟନାଥଙ୍କ ବିଜୟୀ ହେବା ଉତ୍ସବ ପାଳନ କରୁଛନ୍ତି। ଅନୁସନ୍ଧାନ ପରେ ଫ୍ୟାକ୍ଟ କ୍ରିଷେଣ୍ଡୋ ଜାଣିବାକୁ ପାଇଲା ଯେ ଚୀନର […]
Continue Reading