ରାହୁଲ ଗାନ୍ଧୀ କୁକୁର ଖାଇଥିବା ବିସ୍କୁଟ୍ ନିଜ ପାର୍ଟି କାର୍ଯ୍ୟକର୍ତ୍ତାଙ୍କୁ ଖାଇବାକୁ ଦେଇଥିବା ଦାବି ବିଭ୍ରାନ୍ତକାଇ ଅଟେ।

ରାହୁଲ ଗାନ୍ଧୀଙ୍କର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖିବାକୁ ମିଳିଛି ଯେ ସେ ଗୋଟିଏ ଜିପ୍ ଉପରେ ବସିଥିବା ସମୟରେ ତାଙ୍କ ସହିତ ଗୋଟିଏ କୁକୁର ମଧ୍ୟ ସେଠାରେ ଥିଲା। ରାହୁଲ ଗାନ୍ଧୀ ସେହି କୁକୁରକୁ ବିସ୍କୁଟ୍ ଖାଇବାକୁ ଦେଉଛନ୍ତି ଏବଂ ତା’ପରେ ସେ ସେହି ବିସ୍କୁଟ ଜଣେ ବ୍ୟକ୍ତିକୁ ଦେଉଛନ୍ତି।  ଦାବି କରା ଯାଉଛି ଯେ ରାହୁଲ ଗାନ୍ଧୀ କୁକୁର ଖାଇଥିବା ବିସ୍କୁଟ ଯେଉଁ ବ୍ୟକ୍ତିଙ୍କୁ ଦେଉଛନ୍ତି ସେ […]

Continue Reading

କ’ଣ ରାହୁଲ ଗାନ୍ଧୀ କୁକୁର ଖାଇଥିବା ବିସ୍କୁଟ୍ କୁ ନିଜ ପାର୍ଟି କାର୍ଯ୍ୟକର୍ତ୍ତାଙ୍କୁ ଖାଇବାକୁ ଦେଲେ? ଜାଣନ୍ତୁ ସତ୍ୟ। 

ରାହୁଲ ଗାନ୍ଧୀ ଭାରତ ଯୋଡୋ ନ୍ୟାୟ ଯାତ୍ରା ଜାରି ରଖିଛନ୍ତି। ଏହି ଯାତ୍ରା ମଣିପୁର ରୁ ୧୪ ଜାନୁଆରୀରେ ଆରମ୍ଭ ହୋଇ ୨୦ ମାର୍ଚ୍ଚ ରେ ମୁମ୍ବାଇରେ ଶେଷ ହେବାର ଅଛି। ଏହି ଯାତ୍ରା ସମୟର ଏକ ଫୋଟୋ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଦେଖିବାକୁ ମିଳିଛି ଯେ ରାହୁଲ ଗାନ୍ଧୀ ଗୋଟିଏ କୁକୁରକୁ ବିସ୍କୁଟ୍ ଖାଇବାକୁ ଦେଉଛନ୍ତି। ଏହା ପରେ ସେ ସେହି ବିସ୍କୁଟ୍ କୁ ନିକଟରେ ଥିବା ଜଣେ ବ୍ୟକ୍ତିଙ୍କୁ ଖାଇବାକୁ […]

Continue Reading