ଗୁଜୁରାଟର ବନାସ୍କାନ୍ତରେ ବ୍ରିଜ ଭାଙ୍ଗିବା ସମୟରେ ଏକ କ୍ଲିପକୁ ମିଥ୍ୟା ଦାବିରେ ଭାଇରାଲ କରାଯାଉଛି। 

ଗୁଜୁରାଟ ନିର୍ବାଚନ ପରେ ବ୍ରିଜ ଭୁଶୁଡ଼ିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଦେଖାଯାଉଛି ଯେ ଜେସିବି ବ୍ରିଜରେ ଠିଆ ହୋଇଛି। କିଛି ସମୟ ପରେ ସେ ଭୁଶୁଡି ପଡିଲା।  କିଛି ସୋସିଆଲ ମିଡିଆ ୟୂଜର ଏହି ଦାବି କରୁଛନ୍ତି ଯେ, ଗୁଜୁରାଟର ବନାସ୍କାନ୍ତରେ ଏକ ନିର୍ମାଣାଧୀନ ବ୍ରିଜ ଭୁଶୁଡି ପଡିଛି। ଏହାର ନିର୍ମାଣ କାର୍ଯ୍ୟ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ।  Mukesh Agarwal Munna ନାମକ ଜଣେ ଫେସବୁକ ୟୁଜର ଭାଇରାଲ ଭିଡିଓ ପୋଷ୍ଟ […]

Continue Reading

ଚାଇନାର ସାଂଘାଇ ବ୍ରିଜ ଭିଜୁଆଲକୁ ଏଡ଼ିଟ୍ କରି ଭାଇରାଲ କରାଯାଉଛି।

 ସୋସିଆଲ ମିଡିଆରେ ଚାଇନାର ସାଂଘାଇର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି।  ପୁରା ଭିଡିଓ ଏକ ଓଭରଲିପ୍ ଲୁପ୍ ପରି ଦେଖାଯାଉଛି। ପୋଷ୍ଟରେ ଦେଖାଯାଉଛି ଯେ, ଅନେକ ବ୍ରିଜ ଉପର ତଳ  ଗୋଲ ହୋଇ ବୁଲିଥିବାର ଦେଖଆଯାଉଛି। ଏବଂ ଭିଡିଓରେ ଅନେକ ଗାଡ଼ି ଏକା ସାଥିରେ ଚାଲୁଥିବାର ଦେଖାଯାଉଛଇ। ଭିଡିଓରେ ଦାବି କରାଯାଇଛି ଏହି ଭିଡିଓ ସାଂଘାଇ ଚାଇନାର ନାନପୁ ବ୍ରିଜର ଅଟେ। ଆମ ଅନୁସନ୍ଧାନରେ ଭାଇରାଲ ଭିଡିଓ ମିଥ୍ୟା ପ୍ରମାଣିତ ହେଲା।  ଏହି ଭିଡିଓ ଆମକୁ […]

Continue Reading