କ’ଣ ଗୋବର ସେବନ କରୁଥିବା ଡାକ୍ତର ବର୍ତ୍ତମାନ ହସ୍ପିଟାଲରେ ପେଟ ରୋଗ କାରଣରୁ ଦାଖଲ ହେଇଛନ୍ତି? ଜାଣନ୍ତୁ ସତ୍ୟ।

ଗତ ମାସ ମନୋଜ ମିତ୍ତଲ ନାମକ ଜଣେ ଡାକ୍ତରଙ୍କର ଗୋବର ଖାଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଇଥିଲା। ବର୍ତ୍ତମାନ ଏକ ଫୋଟୋ ଭାଇରାଲ ହେଉଛି ଯାହା ସହିତ ଦାବି କରା ଯାଇଛି ଯେ ସେ ଗଭୀର ରୂପରେ ଅସୁସ୍ଥ ଅଛନ୍ତି ଏବଂ ତାଙ୍କର ଚିକିତ୍ସା ଚାଲିଛି। ଭାଇରାଲ ପୋଷ୍ଟରେ ତାଙ୍କର ଗୋବର ଖାଉଥିବା ଫୋଟୋ ସହିତ ହସ୍ପିଟାଲରେ ଚିକିତ୍ସା ହେଉଥିବା ଜଣେ ବ୍ୟକ୍ତିଙ୍କର ଫୋଟୋ ଦେଖିବାକୁ ମିଳିଛି। ଦାବି ଅନୁଯାୟୀ ହସ୍ପିଟାଲରେ ଚିକିତ୍ସା ହେଉଥିବା […]

Continue Reading