ଚେନ୍ନାଇ ବିମାନବନ୍ଦରର ପୁରୁଣା ଭିଡିଓକୁ ନିକଟରେ ମୁମ୍ବାଇ ବିମାନବନ୍ଦରର ଦୃଶ୍ୟ ଦାବି ସହିତ ସେୟାର କରା ଯାଉଛି।
ମହାରାଷ୍ଟ୍ରର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା, ବିଶେଷକରି ମୁମ୍ବାଇ ରେ ଯାହା ଗତ ପାଞ୍ଚ ବର୍ଷ ମଧ୍ୟରେ ସବୁଠାରୁ ଅଧିକ ବର୍ଷା ବୋଲି ଜଣା ପଡ଼ିଛି। ଲଗାତାର ବର୍ଷା ଯୋଗୁଁ ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦର ମଧ୍ୟ ଗୁରୁତର ଭାବରେ ପ୍ରଭାବିତ ହୋଇଥିଲା। ଏହି ସମୟରେ ସୋସିଆଲ ମିଡିଆରେ ଏକ ବିମାନବନ୍ଦରରେ ବନ୍ୟା ଦୃଶ୍ୟର ଏକ ଭିଡିଓ ଭାଇରାଲ ହେଉଛି। ଦାବି କରା ଯାଉଛି ଯେ ଏହା ନିକଟରେ ମୁମ୍ବାଇରେ ହୋଇଥିବା ବର୍ଷା ସମୟର ଭିଡିଓ […]
Continue Reading