କ’ଣ ଭିଡିଓରେ ମୁସଲିମ ଲୋକ ମାନେ ଲଣ୍ଡନ୍ ର ରାସ୍ତା ମଝିରେ ନମାଜ ପଢୁଛନ୍ତି? ଜାଣନ୍ତୁ ସତ୍ୟ।
ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଦେଖିବାକୁ ମିଳିଛି ଯେ ମୁସଲିମ ଲୋକମାନେ ରାସ୍ତା ମଝିରେ ନମାଜ ପଢୁଛନ୍ତି। ପୋଷ୍ଟ ସହିତ ଦାବି କରା ଯାଇଛି ଯେ ଏହି ଦୃଶ୍ୟ ଲଣ୍ଡନ୍ ସହରର ଅଟେ। ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। Facebook | Archive ସମାନ ଦାବିର ଏକ ଭିଡିଓ ଆମକୁ ଟୁଇଟରରେ ମଧ୍ୟ ୧୦ ଅକ୍ଟୋବରରୁ ଭାଇରାଲ ହେବା ମିଳିଲା। ମଞ୍ଜିତ ବଗ୍ଗା ନାମକ ଜଣେ ଟୁଇଟର […]
Continue Reading