ବାଂଲାଦେଶର ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଫୋଟୋକୁ ଭାରତର ଫୋଟୋ ଦାବି ସହିତ ଭାଇରାଲ କରା ଯାଉଛି। 

ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଫୋଟୋ ଭାଇରାଲ ହେଉଛି ଯେଉଁଥିରେ ଜଣେ ବ୍ୟକ୍ତି କିଛି ପିଲାମାନଙ୍କ ସହିତ ଅଛନ୍ତି। ଫୋଟୋ ସେୟାର କରି ଦାବି କରା ଯାଇଛି ଯେ ଏହି ବ୍ୟକ୍ତିଙ୍କର ଶରୀର ଅକ୍ଷମ ଅଟେ କିନ୍ତୁ ତାଙ୍କର ୭ ଟି ଛୁଆ। ଏହି କାରଣ ହେତୁ ଭାରତ ଗରିବ ଏବଂ ବେରୋଜଗାର ସଂଖ୍ୟା ଅଧିକ।  ଅନୁସନ୍ଧାନ ପରେ ଫ୍ୟାକ୍ଟ କୃସେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଭାଇରାଲ ଫୋଟୋ ବାଙ୍ଗଲାଦେଶର ଅଟେ।  Facebook | […]

Continue Reading

କ’ଣ ଭିଡିଓରେ ସରକାର ଜାମ୍ମୁ କାଶ୍ମୀରରେ ଥିବା ରୋହିଙ୍ଗ୍ୟା ମୁସଲିମ ମାନଙ୍କର ଘର ଭାଙ୍ଗୁଛନ୍ତି? ଜାଣନ୍ତୁ ସତ୍ୟ।

ସୋସିଆଲ ମିଡିଆରେ ଏକ ଭିଡିଓ ସାମନାକୁ ଆସିଛି ଯେଉଁଥିରେ ଦାବି କରା ଯାଇଅଛି ଯେ ସରକାର କାଶ୍ମୀରରେ ରୋହିଙ୍ଗ୍ୟାଙ୍କ ଦ୍ଵାରା ବେଆଇନ ଭାବରେ ବଣା ଯାଇଥିବା କୋଠା ଗୁଡିକକୁ ଭାଙ୍ଗି ଦେଉଛନ୍ତି।  ଯେତେବେଳେ ଫ୍ୟାକ୍ଟ କ୍ରିଷେଣ୍ଡୋ ଏହି ଭିଡିଓର ଅନୁସନ୍ଧାନ କରିଲା, ଫଳାଫଳରେ ଜାଣିବାକୁ ମିଳିଲା ଯେ ଏହି ଭିଡିଓର ରୋହିଙ୍ଗ୍ୟା ସହିତ କୌଣସି ସମ୍ବନ୍ଧ ନାହିଁ। ଆସନ୍ତୁ ଜାଣିବା ଏହି ଭିଡିଓର ସତ୍ୟତା କ’ଣ।  କ’ଣ ଦାବି ଏହି ପୋଷ୍ଟର? ଭାଇରାଲ ଭିଡିଓରେ ଆମେ କିଛି […]

Continue Reading