କ’ଣ ଜଣେ ଇରାନୀ ଯୁବକ ମକ୍କା ଧର୍ମପୀଠରେ ଦୁଧ ଢାଳି କହୁଛି ଯେ ତାଙ୍କର ପୂର୍ବଜ ହିନ୍ଦୁ ଥିଲେ? ଜାଣନ୍ତୁ ସତ୍ୟ।
ସୋସିଆଲ ମିଡିଆରେ ବର୍ତ୍ତମାନ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ମୁସଲମାନ ମାନଙ୍କ ଧର୍ମପୀଠ ମକ୍କାର ଅଟେ। ଭିଡିଓରେ ଦେଖିବାକୁ ମିଳିଛିଜେ ଲୋକଙ୍କ ଏକ ବିଶାଳ ସମାଗମ ମକ୍କା ପରିଦର୍ଶନ କରୁଥିବା ସମୟରେ ଜଣେ ବ୍ୟକ୍ତି ସେଠାରେ କିଛି ଢାଳିଛନ୍ତି। ଏହା ପରେ ଲୋକେ ତାଙ୍କୁ ଅଟକାଇବା ସହିତ ପୋଲିସ ମଧ୍ୟ ହସ୍ତକ୍ଷେପ କରୁଛି। ଦାବି ଅନୁଯାୟୀ ଭିଡିଓରେ ଥିବା ବ୍ୟକ୍ତି ଜଣେ ଇରାନୀ ଯୁବକ ଯେ ମକ୍କାରେ ଦୁଧ ଢାଳି କହୁଛି ଯେ […]
Continue Reading