କ’ଣ ମାଲେସିଆର ସ୍ୱାସ୍ଥ୍ୟମନ୍ତ୍ରୀ କୋଭିଡ-୧୯ ରୋଗକୁ ପତ୍ନୀ ମାନଙ୍କ ସହିତ ତୁଳନା କରିଛନ୍ତି? ଜାଣନ୍ତୁ ସତ୍ୟ।

ସୋସିଆଲ ମିଡିଆରେ ଗୋଟିଏ ଭିଡିଓ ଭାଇରାଲ ହେଉଥିବା ଦେଖିବାକୁ ମିଳିଛି। ଏହି ଭିଡିଓରେ ଜଣେ ବ୍ୟକ୍ତି କହୁଛନ୍ତି ଯେ “କରୋନା ପତ୍ନୀ ମାନଙ୍କ ପରିକା। ପ୍ରଥମେ ଆପଣ ତାକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରନ୍ତି କିନ୍ତୁ ଆପଣ ପଛେ ଅନୁଭବ କରନ୍ତି ଯେ ଆପଣ ଏହାକୁ ନିୟନ୍ତ୍ରଣ କରି ପାରିବେ ନାହିଁ। ଏହା ପରେ ଆପଣ ତା ସ୍ସାହିତ ରହିବା ଶିଖି ଯିବେ।” ଫ୍ୟାକ୍ଟ କ୍ରିଷେଣ୍ଡୋ ପୋଷ୍ଟରେ କରା ଯାଇଥିବା ଦାବିକୁ ମିଥ୍ୟା ବୋଲି ପାଇଲା।  Facebook […]

Continue Reading

ସ୍ତ୍ରୀ ବିୟୋଗ ପରେ ପ୍ରଫେସର ଜଣକ ନିଜ ଛୁଆକୁ ସମ୍ଭାଳିବା ସହ ପାଠ ପଢ଼ାଉଛନ୍ତି ?

ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେଉଛି। ଯେଉଁଥିରେ ଜଣେ ବ୍ୟକ୍ତି ଛୁଆକୁ ଧରି ପାଠ ପଢ଼ାଉଥିବାର ଦେଖାଯାଉଛନ୍ତି। ପୋଷ୍ଟରେ ଦାବି କରାଯାଉଛି ଯେ, ପ୍ରଫେସର ଜଣକ ସ୍ତ୍ରୀ ବିୟୋଗ ପରେ ଶିକ୍ଷାଦାନ ସହିତ ମାତା ପିତାର କର୍ତ୍ତବ୍ୟ ପୂର୍ଣ କରୁଛନ୍ତି। ଆମ ଅନୁସନ୍ଧାନରେ ଭାଇରାଲ ପୋଷ୍ଟ ସହ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା।  6 ଫେବୃଆରିରେ Kendujhar Local News ନାମକ ଜଣେ ଫେସବୁକ ୟୁଜର ତାଙ୍କ ଆକାଉଣ୍ଟରେ ଭାଇରାଲ ଫୋଟୋ ପୋଷ୍ଟ କରିଛନ୍ତି। […]

Continue Reading