ଆରଏସଏସ କର୍ମୀଙ୍କ ନାଚୁଥିବାର ଭିଡିଓ ୨୦୧୫ ମସିହାର। ଏହା ସ୍ଵାଧୀନତା ପୂର୍ବର ଘଟଣା ହେଇଥିବା ଦାବି ବିଭ୍ରାନ୍ତକାରୀ।
ସୋସିଆଲ ମିଡିଆରେ ଆରଏସଏସ କର୍ମୀଙ୍କର ନାଚୁଥିବା ଏକ ଭିଡିଓ ଭାଇରାଲ ହେଉଛି। ଦାବି କରା ଯାଉଛି ଯେ ଯେତେବେଳେ ଦେଶ ଇଂରାଜୀ ଶାସନରେ ଥିଲା ସେତେବେଳେ ଦେଶର ସ୍ଵାଧୀନତା ରେ ଯୋଗଦାନ ନ ଦେଇ ଆରଏସଏସ କର୍ମୀମାନେ ଗୀତ ଗାଈ ନାଚୁଛନ୍ତି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବି ବିଭ୍ରାନ୍ତକାରୀ ବୋଲି ଜାଣିବାକୁ ପାଇଲା। ଭାଇରାଲ ଭିଡିଓ ସ୍ବାଧିନତା ପୂର୍ବର ନୁହେଁ। ଏହା ୨୦୧୫ ମସିହାରେ ନାଗପୁର ସହର ର ଏକ ଭିଡିଓ। କ’ଣ ଦାବି କରା […]
Continue Reading
