ଭିଡିଓରେ ଥିବା ମହିଳା କୋଲକାତା ଦୁଷ୍କର୍ମ ପୀଡ଼ିତା ନୁହଁନ୍ତି। ଜଣେ ମେକପ୍ ଆର୍ଟିଷ୍ଟଙ୍କ ଭିଡିଓକୁ ମିଥ୍ୟା ଦାବି ସହିତ ଭାଇରାଲ କରା ଯାଉଛି। 

କୋଲକାତାର ଆର.ଜି କର କଲେଜ୍ ଏବଂ ହସ୍ପିଟାଲ ରେ ଜଣେ ଯୁବତୀ ଡାକ୍ତରଙ୍କର ସହିତ ଦୁଷ୍କର୍ମ ହେବା ପରେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ମହିଳା ଯନ୍ତ୍ରଣାରେ ଥିବା ଦେଖିବାକୁ ମିଳିଛି। ଭିଡିଓରେ ଥିବା ମହିଳାଙ୍କ ମୁହଁ ଏବଂ ଗଳାରେ ଆଘାତ ଚିହ୍ନ ରହିଛି। ଦାବି କରା ଯାଉଛି ଯେ ଏହା କୋଲକାତା ଦୁଷ୍କର୍ମ ପୀଡ଼ିତାଙ୍କର ମୃତ୍ୟୁ ପୂର୍ବର ଭିଡିଓ ଅଟେ।  କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି […]

Continue Reading

କ’ଣ ରାସ୍ତା ମଝିରେ ଜଣେ ମହିଳାଙ୍କ ଉପରେ ଅତ୍ୟାଚାର ହେଉଥିବା ଭିଡିଓ ମଣିପୁରର ଅଟେ? ଜାଣନ୍ତୁ ସତ୍ୟ।

ମଣିପୁରରେ ହିଂସା ଥମିବାର ନାମ ନେଉଆ ନାହିଁ। ନିକଟରେ କିଛି ଜଘନୀୟ ଘଟଣା ମଣିପୁରରେ ଦେଖିବାକୁ ମିଳିଛି। ଲୋକଙ୍କ ଏକ ସମୂହ ଦୁଇ ମହିଳାଙ୍କୁ ଉଲଗ୍ନ ଅବସ୍ଥାରେ ପ୍ୟାରେଡ୍ କରେଇବା ସହିତ ତାଙ୍କ ଗଣଦୁଷ୍କର୍ମ ମଧ୍ୟ କରିଛନ୍ତି। ଏହା ନେଇ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି।  ଏହା ପରେ ଅନ୍ୟ ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖିବାକୁ ମିଳିଛି ଯେ ଜଣେ ମହିଳାଙ୍କୁ କିଛି ବନ୍ଧୁକ ବିଶିଷ୍ଟ ଲୋକମାନେ […]

Continue Reading

ଗୁରୁଗ୍ରାମରେ ଜଣେ ବାଳିକାକୁ ଛୁରୀରେ ହତ୍ୟା କରାଯାଇଥିବା ଭିଡିଓକୁ ସାମ୍ପ୍ରଦାୟିକ ଏବଂ ପ୍ରେମ୍ ଜିହାଦ ଦାବି ସହିତ ସେୟାର କରାଯାଉଛି।

ନିକଟରେ ଗୁରୁଗ୍ରାମରେ ଜଣେ 19 ବର୍ଷର ବାଳିକାକୁ ବାଳକ ଛୁରୀରେ ହତ୍ୟା କରିଥିଲା। ଏହି ଘଟଣାର ଭିଡିଓ ଇଣ୍ଟରନେଟରେ ଭାଇରାଲ ହେଉଛି। ଭିଡିଓରେ ଆମେ ଦେଖି ପାରିବା ଯେ ଗୋଟିଏ ଝିଅର ମୃତ ଶରୀରର ରାସ୍ତାରେ ପଡିଥିବା ସମୟରେ ସେହି ରାସ୍ତା ରକ୍ତାକ୍ତ ହୋଇଛି। ଆପଣ ମାନେ ଭିଡିଓରେ ଏହା ମଧ୍ୟ ଦେଖି ପାରିବେ ଯେ ଜଣେ ମହିଳା ଗୋଟିଏ ଯୁବକକୁ ମାଡ଼ ମାରୁଛନ୍ତି ଏବଂ ଅନେକ ଲୋକେ ସେଠାରେ ଠିଆ ହୋଇ ଘଟଣା ଦେଖୁଛନ୍ତି।  ଦାବି […]

Continue Reading

କ’ଣ ଉତ୍ତରପ୍ରଦେଶର ଜଣେ ଦଳିତ ମହିଳା ୬ ଜଣ ମୁସ୍ଲିମ ଯୁବକଙ୍କ ହତ୍ୟା କରିଛନ୍ତି? ଜାଣନ୍ତୁ ସତ୍ୟ।

ୟୁପି ତକ୍ ଦ୍ଵାରା ପ୍ରକାଶିତ ଏକ ଖବରର ସ୍କ୍ରିନସଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଦାବି କରା ଯାଉଛି ଯେ ଉତ୍ତରପ୍ରଦେଶର ବାବାତପୁରରେ ଜଣେ ହିନ୍ଦୁ ଦଲିତ ମହିଳା, ବଳାତ୍କାର ଓ ଧର୍ମ ପରିବର୍ତ୍ତନ ହେବାର ଧମକ ଦିଆଯିବା ପରେ ୬ ଜଣ ମୁସଲମାନ ଯୁବକଙ୍କ ବେକ କାଟି ହତ୍ୟା କରିଛି ଏବଂ ବର୍ତ୍ତମାନ ସେହି ମହିଳା ନିଖୋଜ ଅଛି।  କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ପୋଲିସ କହିବା ଅନୁଯାୟୀ ଏପରି […]

Continue Reading

କ’ଣ ନିକଟରେ ଦିଲ୍ଲୀରେ କିଛି ମୁସଲିମ ସମ୍ପ୍ରଦାୟର ପୁଅମାନେ ଜଣେ ହିନ୍ଦୁ ନାବାଳକର ହତ୍ୟା କରିଛନ୍ତି? ଜାଣନ୍ତୁ ସତ୍ୟ।

ଦୁଇଜଣ ପୁଅ ଅନ୍ୟ ଜଣେ ବାଳକକୁ ଛୁରାମାଡ଼ କରୁଥିବା ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓ ସହିତ କ୍ୟାପସନରେ ଲେଖା ଅଛି, “ଯେତେବେଳେ ସେହି ପୁଅ ନିଜ ଭଉଣୀର ନିର୍ଯାତନାକୁ ବିରୋଧ କରିଥିଲା, ମୁସଲମାନ ସମ୍ପ୍ରଦାୟର ପୁଅମାନେ ଜଣେ ହିନ୍ଦୁ ବାଳକକୁ ଛୁରୀରେ ହତ୍ୟା କରିଥିଲେ”। କିନ୍ତୁ, ଫ୍ୟାକ୍ଟ କ୍ରେସେଣ୍ଡୋ ଏହି ଦାବିକୁ ମିଥ୍ୟା ବୋଲି କହିଛି। ଉଭୟ ଅଭିଯୁକ୍ତ ଏବଂ ପୀଡିତା ସମାନ ସମ୍ପ୍ରଦାୟର ଥିଲେ। କ’ଣ ଦାବି କରା ଯାଇଛି ଏହି […]

Continue Reading

କ’ଣ ଭାରତ ପାଇଁ ବ୍ରୋଞ୍ଜ ପଦକ ଜିତିଥିବା ହରିୟାଣାର କୁସ୍ତିଯୋଦ୍ଧା ନିଶା ଦାହିୟାଙ୍କର ହତ୍ୟା ହୋଇଛି? ଜାଣନ୍ତୁ ସତ୍ୟ।

ନିକଟରେ ହରିୟାଣାର କୁସ୍ତିଯୋଦ୍ଧା ନିଶା ଦାହିୟାଙ୍କ ବିଷୟରେ ଏକ ସୂଚନା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଯାହା ଖେଳ ଜଗତ ଏବଂ ଦେଶବାସୀଙ୍କୁ ନିରାଶ ଏବଂ ଆଶ୍ଚର୍ଯ୍ୟ କରିଛି। ସୋସିଆଲ ମିଡିଆରେ ନିଶା ଦାହିୟାଙ୍କ ଏକ ଫୋଟୋ ପୋଷ୍ଟ କରି ଏହା ଦାବି କରାଯାଇଛି ଯେ ନିକଟରେ ତାଙ୍କ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ କୌଣସି ରୋଗ ନେଇ ହେଇ ନାହିଁ ବରଂ ତାଙ୍କର ନିର୍ମମ ଭାବରେ ହତ୍ୟା କରା ଯାଇଛି।  ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ […]

Continue Reading

ମୁସ୍ଲିମ ବ୍ୟକ୍ତି ଅନ୍ୟ ଜଣେ ବ୍ୟକ୍ତିକୁ ମାରୁଥିବାର ଭିଡିଓ ଦକ୍ଷିଣ ଭାରତର ?

ସୋସିଆଲ ମିଡିଆରେ ମୁସ୍ଲିମ ଏବଂ ହିନ୍ଦୁ ମାନଙ୍କୁ ନେଇ ଅନେକ ସାମ୍ପପ୍ରଦାୟକ ଭିଡିଓ ଏବଂ ଫଟୋ ମିଥ୍ୟା ଦାବିରେ ଭାଇରାଲ କରାଯାଉଛି। ଏହି ପରି ଏକ 1.30 ମିନିଟ୍ ଭିଡିଓ ଭାଇରାଲ ହେବାରେ ଲେଗିଛି, ଯେଉଁଥିରେ ଜଣେ ମୁସ୍ଲିମ ବ୍ୟକ୍ତି ଅନ୍ୟ ଜଣେ ବ୍ୟକ୍ତି କୁ ବାଡ଼ିରେ ମାରୁଥିବାର ଦେଖାଯାଉଛି। ବ୍ୟକ୍ତି ଜଣକ ଗାଡ଼ି ପାଖରେ ପଡ଼ିବା ପରେ ଆଖ ପାଖରେଥିବା ଲୋକମାନେ କ୍ଷତାକ୍ତ ବ୍ୟକ୍ତି କୁ ଉଠାଇ ନେଉଥିବାର ଦେଖାଯାଉଛନ୍ତି। ଭିଡିଓରେ ଦାବି କରାଯାଉଛି ଯେ, […]

Continue Reading

କାର ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ପଞ୍ଜାବ କନଷ୍ଟେବଳଙ୍କ ଫଟୋକୁ ବଳାତ୍କାର ଓ ହତ୍ୟା ଦାବିରେ ଭାଇରାଲ କରାଯାଉଛି।

ଉତ୍ତର ପ୍ରଦେଶରେ ହାଥରସ ଦୁଷ୍କର୍ମ ଘଟଣାରେ 19 ବର୍ଷ ଝିଅର ମୃତ୍ୟୁ ପରେ ସୋସିଆଲ ମିଡିଆରେ ଏହାକୁ ନେଇ ଅନେକ ଚର୍ଚ୍ଚା ଏବଂ ଆଲୋଚନା ଲାଗିରହିଛି। ଏହି ଘଟଣା ପରେ ଉତ୍ତର ପ୍ରଦେଶରେ ଯୋଗି ଆଦିତ୍ୟନାଥଙ୍କ ଉପରେ ନିସାନା ଲଗାଯାଉଛି। ଏପରି ପଞ୍ଜାବର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଏକ ପୁଲିସ ମହିଳାର ଫଟୋ ଭାଇରାଲ ହେଉଛି। ଫଟୋରେ ପୁଲିସ ମହିଳା କର୍ମି ଜଣକ ରାସ୍ତାରେ ପଡ଼ିଥିବାର ଦେଖାଯାଉଛନ୍ତି। ଫଟୋ ସହ ଦାବି […]

Continue Reading