କ’ଣ ପ୍ରକୃତରେ ଏହି ଭିଡିଓରେ ଜଣେ ମୁସ୍ଲିମ ବ୍ୟକ୍ତି ଜଣେ ହିନ୍ଦୁଙ୍କୁ ନିଜ ଅଞ୍ଚଳରୁ ଧକା ଦେଇ ବାହାର କରୁଛନ୍ତି? ଜାଣନ୍ତୁ ସତ୍ୟ।
ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତ ଗତିରେ ସେୟାର କରାଯାଉଛି, ଯେଉଁଥିରେ ଜଣେ ମୁସଲମାନ ଟୋପି ପିନ୍ଧିଥିବା ଜଣେ ବ୍ୟକ୍ତି ଭଗବା ସ୍କାର୍ଫ ପିନ୍ଧିଥିବା ବ୍ୟକ୍ତିଙ୍କ ସହ ଅସଦାଚରଣ କରୁଥିବା ଦେଖାଯାଉଛି। ଦାବି କରାଯାଉଛି ଯେ ଜଣେ ହିନ୍ଦୁ ଜଣେ ମୁସଲମାନ ଅଞ୍ଚଳରେ ଭଗବା ସ୍କାର୍ଫ ପିନ୍ଧି ଠିଆ ହୋଇଥିବାରୁ ତାଙ୍କୁ ମୁସ୍କିମ ବ୍ୟକ୍ତି ସେଠାରୁ ତାଙ୍କୁ ଠେଲି ବାହାର କରିବାର ଉଦ୍ଦ୍ୟୟମ କରୁଛନ୍ତି। ଭାଇରାଲ ଭିଡିଓରେ ପ୍ରଥମ ମୁସଲମାନ ବ୍ୟକ୍ତି ଭଗବା କପଡା ପିନ୍ଧିଥିବା ବ୍ୟକ୍ତିଙ୍କୁ […]
Continue Reading