କ’ଣ ଭାଇରାଲ ହେଉଥିବା ଫୋଟୋରେ କଙ୍ଗନା ରନାଓତ ପ୍ରସିଦ୍ଧ ଗ୍ୟାଙ୍ଗଷ୍ଟର ଆବୁ ସାଲେମଙ୍କ ସହିତ ଅଛନ୍ତି? ଜାଣନ୍ତୁ ସତ୍ୟ।
ନିକଟରେ କଙ୍ଗନା ରନାଓତ ଏକ ସାକ୍ଷାତକାରରେ ଏକ ବିବୃତ୍ତି ଦେଇଥିଲେ ଯେ ୧୯୪୭ ମସିହାରେ ଭାରତ ଯେଉଁ ସ୍ଵାଧୀନତା ପାଇ ଥିଲା ତାହା ଏକ ଭିକ୍ଷା ଥିଲା। ଭାରତକୁ ପ୍ରକୃତରେ ସ୍ଵାଧୀନତା ୨୦୧୪ରେ ମିଳିଛି ବୋଲି ସେ କହିଥିଲେ। ଏହି ବିବୃତ୍ତି ପରେ ସୋସିଆଲ ମିଡିଆରେ ଅନେକ ପୋଷ୍ଟ ତାଙ୍କ ବିରୁଦ୍ଧରେ ଭାଇରାଲ ହେବାର ଦେଖିବାକୁ ମିଳିଛି। କିଛି ପୋଷ୍ଟରେ ଲୋକେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ପୁରସ୍କୃତ ହେଇଥିବା ଅଯୋଗ୍ୟ ମାଉଥିବା ସମୟରେ ଲିଛି ଲୋକେ ଦାବି […]
Continue Reading