କ’ଣ ଏକ ସମ୍ମିଳନୀରେ ବିଶ୍ଵ ନେତା ମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଣଦେଖା କରୁଛନ୍ତି? ଜାଣନ୍ତୁ ସତ୍ୟତା। 

ବର୍ତ୍ତମାନ ସୋସିଆଲ ମିଡିଆରେ ଗୋଟିଏ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ବିଭିନ୍ନ ଦେଶର ନେତା ମାନେ ଏକ ସମ୍ମିଳନୀରେ ଯୋଗ ଦେଇଥିବା ଦେଖିବାକୁ ମିଳିଛି। ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ଭିଡିଓରେ ଫ୍ରାନ୍ସର ପ୍ରଧାନମନ୍ତ୍ରୀ ଅନେକ ନେତାଙ୍କ ସହିତ ହାତ ମିଳାଇଥିବା ବେଳେ ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅଣଦେଖା କରିଛନ୍ତି ବୋଲି ସୋସିଆଲ ମିଡିଆ ୟୁଜର ମାନେ ଦାବି କରୁଛନ୍ତି।  କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ବିଭ୍ରାନ୍ତକାରୀ ବୋଲି ଜାଣିବାକୁ ପାଇଲା। […]

Continue Reading

ଫ୍ରାନ୍ସରେ AI ସମ୍ମିଳନୀ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଣଦେଖା କରିନଥିଲେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ୍। ଭାଇରାଲ୍ ଦାବି ମିଥ୍ୟା…

ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଏବଂ ଆମେରିକା ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ମୋଦୀ ଫ୍ରାନ୍ସରେ ଅନୁଷ୍ଠିତ AI ଆକ୍ସନ ସମ୍ମିଳନୀରେ ଯୋଗ ଦେଇଥିଲେ। ସେହି କାର୍ଯ୍ୟକ୍ରମର ଏକ ଭିଡିଓ କ୍ଲିପ୍ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯେଉଁଥିରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ୍ ଅନେକ ବିଶ୍ୱ ନେତା ଏବଂ ପ୍ରମୁଖ ବ୍ୟକ୍ତିତ୍ୱଙ୍କ ସହ ହାତ ମିଳାଉଥିବାର ଦେଖାଯାଇଛି।  ଏହି କ୍ଲିପ୍ ସେୟାର କରୁଥିବା ୟୁଜର୍ସମାନେ ଦାବି କରୁଛନ୍ତି ଯେ ମାକ୍ରନ୍ ବିଶ୍ୱ […]

Continue Reading