କ’ଣ ଏହି ଫୋଟୋରେ ଅଖିଲେଶ ଯାଦବ ନିଜ ଜୀବିତ ପିତା ମୁଲାୟମ ସିଂହକୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି? ଜାଣନ୍ତୁ ସତ୍ୟ।
ବର୍ତ୍ତମାନ ସୋସିଆଲ ମିଡିଆରେ ଏଏନଆଇ ନ୍ୟୁଜର ଏକ ଫୋଟୋ ଭାଇରାଲ ହେଉଛି ଯେଉଁଥିରେ ଉତ୍ତରପ୍ରଦେଶର ସପା ନେତା ଅଖିଲେଶ ୟାଦବ ନିଜ ଜୀବିତ ପିତା ମୁଲାୟମ ସିଙ୍ଘଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ୩୦ ନଭେମ୍ବରରେ ପୂର୍ଣ ଚନ୍ଦ୍ର ମିଶ୍ର ନାମକ ଏକ ବ୍ୟକ୍ତି ଅଖିଲେଶ ୟାଦବଙ୍କ ଏହି ଫୋଟୋ ପୋଷ୍ଟ କରି କହିଛନ୍ତି, “ଜୀବିତ ପିତାଙ୍କୁ ଦୀପ, ଭୋଗ ଦେବାରେ ଇଏ ବୋଧ ହୁଏ ପ୍ରଥମ ହିନ୍ଦୁ ହେଇଥିବେ।” ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। […]
Continue Reading