କ’ଣ ଟାଟା କମ୍ପାନୀ ନୂତନ ସଂସଦ ଭବନ ସେଣ୍ଟ୍ରାଲ୍ ଭିଷ୍ଟାକୁ ମାଗଣାରେ ନିର୍ମାଣ କରିଛି? ଜାଣନ୍ତୁ ସତ୍ୟ।

ନିକଟରେ ପ୍ରଧାନମନ୍ତ୍ରୀ ମୋଦୀ ନୂତନ ସଂସଦ ଭବନ ସେଣ୍ଟ୍ରାଲ୍ ଭିଷ୍ଟାର ପରିଦର୍ଶନ କରିଥିଲେ। ପ୍ରଧାନମନ୍ତ୍ରୀ ଏକ ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିବା ବିଭିନ୍ନ କାର୍ଯ୍ୟର ଯାଞ୍ଚ କରିବା ଏବଂ ସଂସଦର ଉଭୟ ଗୃହରେ ନିର୍ମାଣ କରାଯାଉଥିବା ସୁବିଧା ଦେଖିଥିଲେ। ସେ ନିର୍ମାଣ ସ୍ଥଳରେ ଥିବା ଶ୍ରମିକମାନଙ୍କ ସହ ମଧ୍ୟ ଆଲୋଚନା କରିଥିଲେ। ସ୍ସିଆଲ ମିଡିଆରେ ବର୍ତ୍ତମାନ ଏକ ପୋଷ୍ଟ ଭାଇରାଲ ହେଉଛି ଯେଉଁଥିରେ ଦାବି କରା ଯାଇଛି ଯେ ସେଣ୍ଟ୍ରାଲ୍ ଭିଷ୍ଟାର କାର୍ଯ୍ୟ ୧୭ ମାସ […]

Continue Reading

ଦିଲ୍ଲୀର ସେଣ୍ଟ୍ରାଲ ଭିସ୍ତା ପ୍ରୋଜେକ୍ଟ ସାଇଟ ସମ୍ମୁଖରେ ହସ୍ପିଟାଲ କର୍ମଚାରୀ ଷ୍ଟ୍ରେଚରରେ COVID-19 ରୋଗୀଙ୍କୁ ନେଉଛନ୍ତି ?

କରୋନା ମହାମାରି ମଧ୍ୟରେ ସୋସିଆଲ ମିଡିଆରେ ଅନେକ ନକଲି ଖବର ଭାଇରାଲ ହେବାରେ ଲାଗିଛି। ଏହି ପରି ଏକ ଫଚୋ ଭାଇରାଲ ହେଉଛି ଯେଉଁଥିରେ ଦିଲ୍ଲୀର ସେଣ୍ଟ୍ରାଲ ଭିସ୍ତା ପ୍ରୋଜେକ୍ଟ ସାଇଟ ସମ୍ମୁଖରେ ଡାକ୍ତରଖାନାର କର୍ମଚାରୀ ଏକ ଷ୍ଟ୍ରେଚରରେ  COVID-19 ରୋଗୀଙ୍କୁ ନେଇ ଦେଖାଯାଉଥିବା ଦେଖାଯାଉଛି।  ଆମ ଅନୁସନ୍ଧାନରେ ଭାଇରାଲ ଫଟୋରେ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା।  Baalia Baba ନାମକ ଜଣେ ଫେସବୁକ ୟୁଜର ତାଙ୍କ ଆକାଉଣ୍ଟରେ ଭାଇରାଲ ଫଟୋ ପୋଷ୍ଟ କରିଛନ୍ତି। ପୋଷ୍ଟରେ […]

Continue Reading