ସୋନିଆ ଗାନ୍ଧୀଙ୍କ ଏଡିଟେଡ୍ ଫଟୋକୁ ମିଥ୍ୟା ଦାବିରେ ଭାଇରାଲ କରାଯାଉଛି।
ସୋସିଆଲ ମିଡିଆରେ ସୋନିଆ ଗାନ୍ଧୀଙ୍କର ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସୋନିଆ ଗାନ୍ଧୀଙ୍କ ବୁକ୍ ସେଲଫରେ ଏକ ବହିକୁ ଦର୍ଶାଯାଇଛି। ବହିରେ ଭାରତକୁ କିପରି ଖ୍ରୀଷ୍ଟିଆନ ରାଷ୍ଟ୍ରରେ ପରିଣତ କରାଯିବ’ ତାହା ଲେଖା ଅଛି। ଆମ ଅନୁସନ୍ଧାନରେ ଭାଇରାଲ ଫଟୋରେ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା। 1 ଜୁନରେ Krishna jaykrishna ନାମକ ଜଣେ ଫେସବୁକ ୟୁଜର ତାଙ୍କ ଆକାଉଣ୍ଟରେ ଭାଇରାଲ ଫଟୋ ପୋଷ୍ଟ କରିଛନ୍ତି। ପୋଷ୍ଟରେ ଲେଖାଯାଇଛି ଯେ, ଭଲ ଭାବେ […]
Continue Reading