100 ନମ୍ବର ଗାଡ଼ିରେ ବସି ମଦ ପିଉଥିବା ଘଟଣା ଯୋଗୀ ଆଦିତ୍ୟନାଥ ସରକାର ସମୟର ?

ସୋସିଆଲ ମିଡିଆରେ ଯୋଗି ଆଦିତ୍ୟ ନାଥଙ୍କ ସରକାର ଉତ୍ତରପ୍ରଦେଶରେ ଦୁଇ ଜଣ ପୋଲିସ 100 ନମ୍ବର ଗାଡ଼ିରେ ମଦ ରଖୀ ପିଉଥିବାର ଦାବିରେ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଦାବି କରାଯାଉଛି ଯେ, ଯୋଗି ସରକାରରେ ଲୋକମାନେ ଗୁଣ୍ଡାଠାରୁ ନୁହେଁ ବରଂ ଖାକି ବର୍ଦୀରେଥିବା ପୋଲିସଙ୍କଠାରୁ ଅଧିକ ଡରନ୍ତି। ଯୋଗି ସରକାରରେ ପୋଲିସ 100 ନମ୍ବର ଗାଡ଼ିରେ ବସି ଖୁଲମ ଖୁଲା ମଦ ପିଉଛନ୍ତି। ଆମ ଅନୁସନ୍ଧାନରେ ଭାଇରାଲ ଭିଡିଓରେ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା।  […]

Continue Reading

ଭାଇରାଲ୍ ଫଟୋରେ ସିଏମ୍ ଯୋଗୀଙ୍କ ସହ ଦେଖାଯାଇଥିବା ଏହି ବ୍ୟକ୍ତି ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ନୁହଁନ୍ତି।

ସୋସିଆଲ ମିଡିଆରେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ୟୋଗୀ ଆଦିତ୍ୟନାଥଙ୍କ ସହ ଏକ ଅନ୍ୟ ନେତାଙ୍କ ଫୋଟୋକୁ ଗ୍ୟାଙ୍ଗଷ୍ଟର ବିକାସ ଦୁବେ ହୋଇଥିବା ଦାବିରେ ଭାଇରାଲ କରାଯାଉଛି। ପୋଷ୍ଟରେ ଦାବି କରାଯାଉଛି ଯେ, ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ୟୋଗୀ ଆଦିତ୍ୟନାଥଙ୍କ ସହ ଗ୍ୟାଙ୍ଗଷ୍ଟର ବିକାସ ଦୁବେ  ଅଛନ୍ତି। ବିଜେପି ନେତାଙ୍କ ସହ ଗ୍ୟାଙ୍ଗଷ୍ଟରଙ୍କ ସମ୍ପର୍କ ରହିଛି। 5 ଜୁଲାଇରେ Pravhat Pnigrahi ନାମକ ଜଣେ ଫେସବୁକ ୟୁଜର ଏହା ପୋଷ୍ଟ କରିଥିଲେ। ପୋଷ୍ଟରେ ଲେଖା ଯାଇଛି। ଆତଙ୍କବାଦୀ ବିକାଶ ଦୁବେ […]

Continue Reading