ପୋଲାଣ୍ଡ ଦେଶର ବିମାନ ଦୁର୍ଘଟଣାକୁ ନିକଟରେ ଦୁବାଇ ରେ ତେଜସ ଯୁଧ୍ୟ ବିମାନ କ୍ରାଶ୍ ର ଦୃଶ୍ୟ ଦାବି ସହିତ ସେୟାର କରା ଯାଉଛି। 

୨୧ ନଭେମ୍ବର ୨୦୨୫ ରେ ଦୁବାଇ ଏୟାର ଶୋ’ରେ ଉଡ଼ାଣ ପ୍ରଦର୍ଶନ ସମୟରେ ଏକ ତେଜସ୍ ଲଢ଼ୁଆ ବିମାନ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ବିମାନର ପାଇଲଟ୍ ୱିଙ୍ଗ କମାଣ୍ଡର ନମାଂଶ ସିଆଲ୍ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ ବୋଲି IAF ନିଶ୍ଚିତ କରିଛି।  ଏହି ପ୍ରସଙ୍ଗରେ, ଏକ ଲଢ଼ୁଆ ବିମାନର ଚାଳନା ଏବଂ ଦୁର୍ଘଟଣାଗ୍ରସ୍ତ ହେବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯେଉଁଥିରେ ଦାବି କରାଯାଇଥିଲା ଯେ ଏହା ଦୁବାଇ ଏୟାର ଶୋ’ରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା […]

Continue Reading

କ’ଣ ଭାଇରାଲ ଫୋଟୋରେ ହେଲିକପ୍ଟର ଦୁର୍ଘଟଣା ଓଡ଼ିଶାରେ ଘଟିଛି? ଜାଣନ୍ତୁ ସତ୍ୟ।

ବର୍ତ୍ତମାନ ସୋସିଆଲ ମିଡିଆରେ ଗୋଟିଏ ହେଲିକପ୍ଟର ଦୁର୍ଘଟଣାର ଫୋଟୋ ଭାଇରାଲ ହେବାରେ ଲାଗିଛି। ଦାବି ଅନୁଯାୟୀ ଏହି ଦୁର୍ଘଟଣା ଓଡ଼ିଶାରେ ଘଟିଛି।  କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ହେଲିକପ୍ଟର ଦୁର୍ଘଟଣା ଦର୍ଶାଉଥିବା ଭାଇରାଲ ଫୋଟୋ ଓଡ଼ିଶାର ନୁହେଁ ବରଂ ତେଲେଙ୍ଗାନା ରାଜ୍ୟର ଅଟେ।  କ’ଣ ଦାବି କରା ଯାଇଛି ପୋଷ୍ଟରେ?  ଫୋଟୋ ସେୟାର କରି ସୋସିଆଲ ମିଡିଆ ବ୍ୟବହାରକାରୀ ମାନେ ଦାବି କରୁଛନ୍ତି ଯେ ଏହି ଘଟଣା କେନ୍ଦୁଝର ଜିଲ୍ଲାର ଆନ୍ଦପୁର […]

Continue Reading

Mi-17 କ୍ରାସ୍-ଲ୍ୟାଣ୍ଡର ଚପର ଦୁର୍ଘଟଣା ପୁରୁଣା ଭିଡିଓକୁ CDS ରାୱତଙ୍କ ଚପର ଦୁର୍ଘଟଣା ଦୃଶ୍ୟ ଦାବିରେ ଭାଇରାଲ ।

ଏକ ଚପର ଦୁର୍ଘଟଣାରେ ସିଡିଏସ୍ ବିପିନ ରାୱତଙ୍କ ମୃତ୍ୟୁ ଖବର ପ୍ରକାଶିତ ହେଲା ପରେ ସୋସିଆଲ ମିଡିଆରେ ଏହାକୁ ନେଇ ଅନେକ ଫଟୋ ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି।  ତାମିଲନାଡୁର କୁନୁରରେ ଘଟିଥିବା ସାଂଘାତିକ ଦୁର୍ଘଟଣାରେ ବିପିନ ରାୱତ୍ ଏବଂ ତାଙ୍କ ପତ୍ନୀ ସହ ଅନ୍ୟ 11 ଜଣଙ୍କର ମଧ୍ୟ ମୃତ୍ୟୁ ଘଟିଛି। କିଛି ସମୟ ପରେ, ଏକ ପାହାଡ ଅଞ୍ଚଳରେ ଥିବା ଜଙ୍ଗଲ ମଝିରେ ଏକ ଚପର କ୍ରାସ୍ ଅବତରଣ କରିବାର ଏକ ଭିଡିଓ […]

Continue Reading