କ’ଣ ଜିମ୍ବାୱେର ପୂର୍ବତନ ଅଧିନାୟକ ହିଥ୍ ଷ୍ଟ୍ରିକଙ୍କ ସ୍ଵର୍ଗବାସ ହେଇଛି? ଜାଣନ୍ତୁ ସତ୍ୟ।
ନିକଟରେ ସୋସିଆଲ ମିଡିଆରେ ଏହ ଖବର ବିସ୍ତାର ହେବାରେ ଲାଗିଛି ଯେଉଁଥିରେ ଦାବି କରା ଯାଇଛି ଯେ ଜିମ୍ବାୱେର ପୂର୍ବତନ ଅଧିନାୟକ ହିଥ୍ ଷ୍ଟ୍ରିକଙ୍କ ମୃତ୍ୟୁ ହେଇଛି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। କ’ଣ ଦାବି କରା ଯାଇଛି ପୋଷ୍ଟରେ? ସୋସିଆଲ ମିଡିଆ ବ୍ୟବହାରକାରୀ ମାନେ ଦାବି କରୁଛନ୍ତି, “ଜିମ୍ବାୱେ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ହିଥ୍ ଷ୍ଟ୍ରିକଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୪୯ ବର୍ଷ ବୟସ ହୋଇଥିଲା […]
Continue Reading